Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଇଖାନାର ସେଣ୍ଟ୍ରିଂ ଖୋଲିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ଜଣ ଶ୍ରମିକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
July 23, 2021
in State
ପାଇଖାନାର ସେଣ୍ଟ୍ରିଂ ଖୋଲିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ଜଣ ଶ୍ରମିକଙ୍କ ମୃତ୍ୟୁ
46
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ସ୍ଥିତ ବିକ୍ରମପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ପାଇଖାନାର ସେଣ୍ଟ୍ରିଂ ଖୋଲିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବିକ୍ରମପୁର ଗାଁର ପି. ସଦାନନ୍ଦ ଏକ ନୂଆ ଘର ନିର୍ମାଣ କରିଛନ୍ତି । ସେହି ଘରର ପାଇଖାନା ନିର୍ମାଣ ହୋଇଥିଲା । ଗୁରୁବାର ସନ୍ଧ୍ୟା ବେଳେ ରାଜମିସ୍ତ୍ରୀ ପାଇଖାନା ଫଲ୍ସ ଖୋଲିବାକୁ ଭିତରକୁ ଯାଇଥିଲେ । ମାତ୍ର ଦୀର୍ଘ ସମୟ ପର୍ୟ୍ୟନ୍ତ ବାହାରକୁ ଆସିନଥିଲେ । ପରେ ପି.ସଦାନନ୍ଦଙ୍କ ଦୁଇ ପଡୋଶୀ ପାଇଖାନା ଭିତରକୁ ଯାଇଥିଲା । ମାତ୍ର ସେମାନେ ମଧ୍ୟ ବାହାରକୁ ଆସିନଥିଲେ । ପରେ ଗାଁ ଲୋକେ ୩ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ପାଇଖାନା ଭିତରୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଭର୍ତ୍ତି କରିଥିଲେ । ରାତି ପ୍ରାୟ ସାଢ଼େ ୭ଟା ବେଳେ ମେଡିକାଲ୍‌ କର୍ତ୍ତୃକ୍ଷ ୩ ଜଣଙ୍କୁ ମୃତ ଘୋଷଣା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!