Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
April 26, 2024
in Crime, State
ବାତ୍ୟା ‘ୟଶ’ରେ ଅମାନିଆ ଙ୍କ ମୃତ୍ୟୁ
74
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ଗାଁ ମୁଣ୍ଡ ଆମ୍ବ ଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ ଶିକାରଘାଟି ଗାଁରେ। ଉଭୟ ଯୁବକ ଯୁବତୀ ଶିକାରଘାଟି ଗାଁର ହୋଇଥିବା ଜଣାଯାଇଛି। ଆଜି ସକାଳେ ଯୁବକଯୁବତୀଙ୍କ ମୃତଦେହ ଗାଁ ମୁଣ୍ଡ ଆମ୍ବଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଯୁବକଯୁବତୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି କାରଣ ସ୍ପଷ୍ଟ ହୋଇନାହିଁ। ଉଭୟ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!