Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 30, 2024
in Crime, State
ବାତ୍ୟା ‘ୟଶ’ରେ ଅମାନିଆ ଙ୍କ ମୃତ୍ୟୁ
78
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଚିକିତ୍ସାଧୀନ ଅବସ୍ଥାରେ ରାଉରକେଲା ଆରଜିଏଚରେ ଆଖି ବୁଜିଲେ ବିଚାରାଧୀନ କଏଦୀ। ମୃତକ ହେଲେ ସୁନ୍ଦରଗଡ଼ ଲହୁଣୀପଡ଼ା ଥାନା ବରସୁଆଁ ଅଞ୍ଚଳର ଦେବବ୍ରତ ସିଂ। ମଦ ବିକ୍ରି ଅଭିଯୋଗରେ ଗିରଫ କରି ଜେଲ ପଠାଇଥିଲା ଅବକାରୀ ବିଭାଗ। ଜେଲରେ ଅସୁସ୍ଥ ହେବାରୁ ପ୍ରଥମେ ବଣାଇ ଓ ପରେ ରାଉରକେଲା ଆରଜିଏଚକୁ ସ୍ଥାନାନ୍ତର କରାଯାଇଥିଲା। ତେବ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି ଦେବବ୍ରତ। ଡାକ୍ତର କହିଛନ୍ତି, ଉଚ୍ଚ ରକ୍ତଚାପ ଥିଲା। ବ୍ରେନ ହାମେରେଜରୁ ତାଙ୍କର ମୃତ୍ୟୁ ହୋଇ ଥାଇପାରେ। ସେପଟେ ମାଡ଼ ମାରିବାରୁ ଦେବବ୍ରତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ। ଅବକାରୀ ବିଭାଗ ଓ ଜେଲ୍ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ କ୍ଷତିପୂରଣ ଦାବି କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!