Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 19, 2022
in Crime, State
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର
9
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର। ହତ୍ୟା ସନ୍ଦେହରେ ୪ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଶୁଣ୍ଢୀ କୋଣ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ୪ ଜଣଙ୍କୁ ଉଦ୍ଧାର କରିଛି। ବଣାଇ ଶୁଣ୍ଢୀ କୋଣ ଗାଁରେ ରହୁଥିବା ରାଜେଶ କୁମାର ସାହୁ ଗତକାଲି ସନ୍ଧ୍ୟାରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। କିଛି ସମୟ ପରେ ପୋଖରୀରେ ତାଙ୍କର ମୃତଦେହ ଭାଶୁଥିବାର ଦେଖି ସ୍ଥାନୀୟ ଲୋକେ ରାଜେଶଙ୍କ ପରିବାରକୁ ଖବର ଦେଇଥିଲେ। ପରିବାର ଲୋକେ ରାଜେଶଙ୍କୁ ଉଦ୍ଧାର କରି ବଣାଇ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ରାଜେଶ ଚାରି ଜଣ ବଙ୍ଗାଳି ମିସ୍ତ୍ରୀଙ୍କ ସହ ପୋଖରୀରେ ଗାଧୋଇ ଥିବାର ଲୋକେ ଦେଖିଥିଲେ। ପୂର୍ବରୁ ରାଜେଶଙ୍କ ସହ ଏହି ୪ ବଙ୍ଗାଳି ମିସ୍ତ୍ରୀଙ୍କ ପାଟିତୁଣ୍ଡ ହୋଇଥିଲା। ତେଣୁ ସେମାନେ ମିଶି ରାଜେଶଙ୍କୁ ହତ୍ୟା କରିଥିବା ସନ୍ଦେହରେ ଗାଁ ଲୋକେ ଉତ୍ୟକ୍ତ ହୋଇ ଚାରି ଜଣଙ୍କୁ ଏକ ଘରେ ଭର୍ତ୍ତିକରି ତାଲା ପକାଇ ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଏସଡିପିଓ, ପୋଲିସ କର୍ମଚାରୀ ପହଞ୍ଚି ଚାରି ଜଣଙ୍କୁ ଉଦ୍ଧାର କରିଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ରାଜେଶଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ୪ ବଙ୍ଗାଳି ମିସ୍ତ୍ରୀଙ୍କୁ ପୋଲିସ ଥାନାରେ ଅଟକ ରଖି ସରଜମିନ ତଦନ୍ତ ଆରମ୍ଭ କରିଦେଇଥିବା ବେଳେ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣା ପଡିବ ବୋଲି କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!