Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସହ୍ୟ ହେଲା ଋଣ ଭାର, ଚାଷୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
May 15, 2025
in State
ଅସହ୍ୟ ହେଲା ଋଣ ଭାର, ଚାଷୀଙ୍କ ଆତ୍ମହତ୍ୟା
37
VIEWS
Share on FacebookShare on Twitter

ମଙ୍ଗଳପୁର, (ବାଘୁଆବାର୍ତ୍ତା): ଋଣ ଭାର ସହି ନପାରି ଚାଷୀଙ୍କ ଆତ୍ମହତ୍ୟା। ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କୟାଁ ପଞ୍ଚାୟତ ଅଧିନସ୍ତ ମାଧପୁର ଗ୍ରମାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅନନ୍ତ ଜେନାଙ୍କ ପୁଅ ମହେଶ୍ୱର ଜେନା (୫୨ ବର୍ଷ) ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସୂଚନାନୁଯାୟୀ, ଅନନ୍ତ ସବୁ ଦିନ ପରି ଆଜି ସକାଳୁ ଉଠି କ୍ଷେତକୁ ଯାଇଥିଲେ। ବିଲରେ ଅଧିକାଂଶ ଧାନ ଅଗାଡି ହୋଇଯାଇଥିବା ଦେଖି ଏକ ଚାକୁଣ୍ଡା ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଅନ୍ୟ ଚାଷୀମାନେ ବିଲକୁ ଯିବା ସମୟରେ ଅନନ୍ତଙ୍କ ଝୁଲନ୍ତା ମୃତଦେହ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏନେଇ ମଙ୍ଗଳପୁର ପୋଲିସକୁ ଖବର ଦିଆଯାଇଛି। ପ୍ରକାଶ ଥାଉକି, ମହେଶ୍ୱର ନିଜ ପରିବାର ପୋଷିବା ପାଇଁ ଚାଷ ଉପରେ ନିର୍ଭୟ କରନ୍ତି। ଏହି ଚାଷ ପାଇଁ ସେ ହାତ ଉଦ୍ଧାର କରିଛନ୍ତି। ଚାଷ ନଷ୍ଟ ହୋଇଯିବା ଯୋଗୁଁ ସେ ଚିନ୍ତାରେ ଆତ୍ମହତ୍ୟା କରିଥିବା ଗ୍ରାମବାସୀମାନେ ଆଲୋଚନା କରୁଛନ୍ତି। ତାଙ୍କର ୨ଟି ପୁଅ ଓ ୨ ଟି ଝିଅ ଅଛନ୍ତି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!