Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇଟିଆଇ ଛାତ୍ରୀଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୋଲିସ

by ସଞ୍ଜୟ ସ୍ୱାଇଁ
May 1, 2025
in Crime, State
ଆଇଟିଆଇ ଛାତ୍ରୀଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୋଲିସ
43
VIEWS
Share on FacebookShare on Twitter

ଗୋପାଳପୁର, (ବାଘୁଆବାର୍ତ୍ତା): ଗୋପାଳପୁର ଥାନା ଅନ୍ତର୍ଗତ ନୂଆ କରାପଲ୍ଲୀର ବ୍ରହ୍ମପୁର ୧୭ ବର୍ଷୀୟ ଆଇଟିଆଇ ଛାତ୍ରୀ ପ୍ରୀତି ସାହୁ (ଅଞ୍ଜଳି)ଙ୍କୁ ହତ୍ୟା ଅଭିଯୋଗ । ମୁନା ଖାଁ ନାମକ ଯୁବକ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଖବର ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନା ମୁତାବକ, ଗୁରୁବାର ସକାଳେ ଘରେ କେହି ଉପସ୍ଥିତ ନଥିଲେ । ସକାଳ ପ୍ରାୟ ୬ ଟା ବେଳେ ଅକୁଟିଆ ଦେଖି ଘର ବାରି ପଟେ ପଶି ଏକ ଶାବଳରେ ପ୍ରୀତିଙ୍କ ମୁଣ୍ଡକୁ ଆକ୍ରମଣ କରିବା ସହ ବ୍ଲେଡ୍ରେ ଶରୀରର ବିଭିନ୍ନ ଜାଗାରେ ଆକ୍ରମଣ କରି ହତ୍ୟା କରିଥିବା ନେଇ ବାପା ମାଆ ଅଭିଯୋଗ କରିଛନ୍ତି । ଏନେଇ ଖବର ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!