Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୮ ଆମ୍ବୁଲାନ୍ସ ଗାଡି ଦୁର୍ଘଟଣା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 24, 2025
in State
୧୦୮ ଆମ୍ବୁଲାନ୍ସ ଗାଡି ଦୁର୍ଘଟଣା, ଜଣେ ମୃତ
12
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ୧୦୮ ଆମ୍ବୁଲାନ୍ସ ଗାଡି ଦୁର୍ଘଟଣାଗସ୍ତ। ଦୁର୍ଘଟଣାରେ ଆଟେଣ୍ଡାଣ୍ଟ ମୃତ, ଦୁଇ ଆହତ। ଯାଜପୁର ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ରଥିଆ ନିକଟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଆଟେଣ୍ଡାଟଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବଉଲାଙ୍ଗ ମଧୁପୁର ଅଞ୍ଚଳର ଅଚ୍ୟୁତାନନ୍ଦ ବାରିକ। ଶ୍ରମ ନିୟମକୁ ଉଲ୍ଲଘଂନ କରି ଦଶରଥପୁରର ଏହି ୧୦୮ଆମ୍ବୁଲାନ୍ସ ଗାଡି ଦିନରେ ୬ଟି ରୋଗୀ ସେବା ଦେବା ପରେ ସଂଧ୍ୟାରେ ରୋଗୀକୁ କଟକରେ ଛାଡି ଫେରିଲା ବେଳେ ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ଧର୍ମଶାଳା ପୋଲାିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!