Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 24, 2025
in State
ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ
42
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଭୁବନେଶ୍ଵର ଉପକଣ୍ଠ ବାଲିଅନ୍ତା ଥାନା ହଂସପାଳ- ଅଭୟମୁଖି ରାସ୍ତା ଜିତିକାଲସୁଆଁଲୋ ଠାରେ ଶୁକ୍ରବାର ରାତିରେ ମର୍ମନ୍ତୁଦ ଦୁର୍ଘଟଣା। ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା। ଜଣେ ମୃତ ୩ ଗୁରୁତର। ସୂଚନାନୁଯାୟୀ, ମହୁ ଖଣ୍ଡା ଗ୍ରାମର ବାବାଜୀ ଭୋଇ ଏବଂ ତାଙ୍କର ଅନ୍ୟ ୩ଜଣ ସାଙ୍ଗ ବାଇକ୍ ଯୋଗେ କ୍ରିକେଟ୍ ମ୍ୟାଚ୍ ଖେଳିବାକୁ ଯାଉଥିଲେ। ଜିତିକାଲସୁଆଁଲୋ ଠାରେ ଏକ ଅଟୋ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାବାଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ଅନ୍ୟ ୩ ଯୁବକ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବାଲିଅନ୍ତା ପୁଲିସ ପହଁଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!