Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍କୁ ଧକ୍କା ଦେଲା ‘ଆମ ବସ୍’, ଜଣଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 14, 2025
in Accident, State
ବାଇକ୍କୁ ଧକ୍କା ଦେଲା ‘ଆମ ବସ୍’,  ଜଣଙ୍କ ମୃତ୍ୟୁ
51
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଜିତିକାଲୋସୁଆଁଲୋ ଠାରେ ‘ଆମ ବସ୍’ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଜଗତସିଂହପୁର ଅଞ୍ଚଳର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ବୁଧବାର ସନ୍ଧ୍ୟା ସମୟରେ ୨ ଜଣ ବ୍ୟକ୍ତି ଏକ ବାଇକ୍ରେ ହଂସପାଳ-ଅଭୟମୁଖି ରାସ୍ତାରେ ଯାଉଥିଲେ । ଏହି ସମୟରେ ଜୟଦେବ ପୀଠରୁ ‘ଆମ ବସ୍’ ଭୁବନେଶ୍ଵର ଅଭିମୁଖେ ଯାଉଥିଲା । ବାଲିଅନ୍ତା ଥାନା ଜିତିକାଲସୁଆଁଲୋ ଠାରେ ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ‘ଆମ ବସ୍’କୁ ପୋଲିସ ଜବତ କରିବା ସହ ଚାଳକକୁ ଥାନାରେ ଅଟକ ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!