Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛକୁ ପିଟିଲା କାର୍, ଯୁବକ ମୃତ

by ସଞ୍ଜୟ ସ୍ୱାଇଁ
May 24, 2025
in Accident, State
ଗଛକୁ ପିଟିଲା କାର୍, ଯୁବକ ମୃତ
51
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଜିଲ୍ଲା କାଦଡିହା ଛକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍ । ଦୁର୍ଘଟଣାରେ ହିମେନ୍ ବସ ମାଲିକଙ୍କ ପୁଅ ଯୁବ ଓକିଲ ସୌମେନ୍ଦ୍ର ମହାନ୍ତି (ବୁଲୁ)ଙ୍କ ମୃତ୍ୟୁ ହୋଇଛି । ସୂଚନା ମୁତାବକ, ଶୁକ୍ରବାର ରାତି ପ୍ରାୟ ୧୧ଟା ୩୦ରେ ସୌମେନ୍ଦ୍ର ମହାନ୍ତି ନିଜ କାର୍ରେ ଆନନ୍ଦପୁରରୁ କରଞ୍ଜିଆ ଫେରୁଥିଲେ । କାଦଡିହା ଛକ ନିକଟରେ ଭାରସାମ୍ୟ ହରାଇ କାର୍ଟି ଏକ ଗଛରେ ପିଟି ହୋଇଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!