Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାରକୁ ପିଟିଲା ବାଇକ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
January 15, 2025
in Accident, Nayagarh, State
ବଧୂହତ୍ୟା ଘଟଣା, ସ୍ୱାମୀ ଓ ଶାଶୁ ଗିରଫ
1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଦର ଥାନା ଅଞ୍ଚଳରେ ଅଘଟଣ । ନୟାଗଡ଼ ନିକଟସ୍ଥ ଦୁରୁଦୁରା ବ୍ରିଜ ନିକଟରେ ଏକ ବାଇକ ଓଭର ଟେକିଙ୍ଗ କରି ଏକ କାରକୁ ମାଡ଼ କରିଛି । ଏଥିରେ ବାଇକ ଚାଳକ ଡିମିରିଝରି ଗାଁର ହାଲୁରି ନାୟକଙ୍କ ମୃତ୍ୟୁ ଘଟିଛି । ସୁଚନାନୁସାରେ ତୁମୁଡିବନ୍ଧ ଅଞ୍ଚଳର କିଛି ବ୍ୟକ୍ତି ନୟାଗଡ଼କୁ ଏକ ଦଶାହ କାର୍ଯ୍ୟରେ ଆସୁଥିଲେ । ନୟାଗଡ଼ ପଟୁ ବାଇକ ଚାଳକ ଓଭର ଟେକିଙ୍ଗ କରି କାରକୁ ପିଟିଥିଲା । ବାଇକ ଚାଳକ ଜଣକ ଘୋଷାଡି ହୋଇଯାଇଥିଲେ । ତାଙ୍କୁ ତୁରନ୍ତ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । କାର ଡ୍ରାଇଭର ସଦର ଥାନାରେ ଆତ୍ମ ସମର୍ପଣ କରିଛନ୍ତି । ସଦର ଥାନା ପକ୍ଷରୁ କାର ଓ ବାଇକକୁ ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!