Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରାପାତରେ ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 31, 2025
in State
ବଜ୍ରାପାତରେ ଜଣେ ମୃତ
187
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଶୁକ୍ରବାର ଅପରାହ୍ନରେ ଗଣିଆ ବ୍ଲକ ବଡ଼ସିଲିଙ୍ଗା ଗ୍ରାମରେ ଅଖିନ୍ଦର ଜାନୀ ଓ ପଙ୍କଜ ମାଝୀ ନିଜ ଛେଳି ବାହାରକୁ ଚରାଇବାକୁ ଯାଇଥିଲେ। ସେତିକିବେଳେ ବର୍ଷା ହେବାରୁ ସେ ଦୁଇଜଣ ଏକ ଆମ୍ବ ଗଛମୂଳେ ଆଶ୍ରୟ ନେଇଥିଲେ । ବଜ୍ରପାତ ଘଟି ଉଭୟ ଗୁରୁତର ହୋଇଥିଲେ। ତାଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଅଖିନ୍ଦରଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି। ପଙ୍କଜଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!