Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 25, 2025
in State
ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ
45
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ନିଜ ଘରେ ବିଦ୍ୟୁତ୍ କାର୍ଯ୍ୟ କରୁଥିବା ବେଳେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ । ମୃତ ଯୁବକ ହେଲେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ୍ ଅଳୁକଣ୍ଡ ଥାନା ଚିକଣା ପଞ୍ଚାୟତ ଅନ୍ତର୍ଗତ ବ୍ରହ୍ମଣୀଗାଁର ରାମଚନ୍ଦ୍ର ରାଉତଙ୍କ ସାନ ପୁଅ ଦେବଦର୍ଶୀ ବିଶ୍ୱମୋହନ ରାଉତ । ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି କରିଛନ୍ତି ଗ୍ରାମବାସୀ । ସୂଚନା ମୁତାବକ, ରବିବାର ନିଜ ଘରେ ବିଦ୍ୟୁତ୍ କାର୍ଯ୍ୟ କରୁଥିଲେ ଦେବଦର୍ଶୀ ବିଶ୍ୱମୋହନ । ଏହି ସମୟରେ କୌଣସି କାରଣ ବଶତଃ ସେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଅଚେତ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ଘଟଣା ସମ୍ପର୍କରେ ଖବର ପାଇ ଅଳକୁଣ୍ଡ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ପଠାଇଛି । ଅନ୍ୟପଟେ ତାଙ୍କର ଛୋଟ ଛୋଟ ପିଲା ଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ପାଇଁ ଦାବି କରିଛନ୍ତି ଗ୍ରାମବାସୀ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!