Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
May 19, 2025
in State
ହାତୀ ଆକ୍ରମଣରେ ଚାଲିଗଲା ଜୀବନ
15
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ହାତୀ ଆକ୍ରମଣରେ ଜଣେ ମୃତ । ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ପଡିଆବାହାଲ ଡଙ୍ଗରପଡ଼ା ପଞ୍ଚାୟତକେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶ୍ୟାମସୁନ୍ଦର ପ୍ରଧାନ। ଖବର ଅନୁଯାୟୀ, ଶ୍ୟାମସୁନ୍ଦର ପ୍ରଧାନ ନୂଆମୁଣ୍ଡା ଠାରୁ ସାଇକେଲ ଯୋଗେ ନିଜ ଘରକୁ ଫେରୁଥିଲେ । ଏହି ସମୟରେ ମଜୁରିଆ ପଡ଼ା ଠାରେ ୬ ଟିକିଆ ହାତୀପଲ ହାବୁଡ଼ରେ ପଡିଯାଇଥିଲେ । ଯାହାଫଳରେ ହାତୀପଲ ଶ୍ୟାମସୁନ୍ଦରଙ୍କୁ ଆକ୍ରମଣ କରିଥିଲେ । ଯେଉଁଥିରେ ଶ୍ୟାମସୁନ୍ଦର ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେପଟେ ହାତୀ ଆକ୍ରମଣ ସଂପର୍କରେ ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!