Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 30, 2025
in State
ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
42
VIEWS
Share on FacebookShare on Twitter

ସାଲେଭଟା, (ବାଘୁଆବାର୍ତ୍ତା): ଆଗଲପୁର ବ୍ଳକ ଅନ୍ତର୍ଗତ ଡୁଡୁକାରେ ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଆଦିତ୍ୟ ନାଏକଙ୍କ ୨୩ ବର୍ଷୀୟ ପୁଅ ସଞ୍ଜିବ ନାଏକ ବୋଲି ଜଣାପଡ଼ିଛି । ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଳକ ଅନ୍ତର୍ଗତ ଡୁଡୁକାରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଗୁରୁବାର ଡୁଡୁକାରେ ଝଡ଼ ତୋଫାନ ସହ ବର୍ଷା ହୋଇଥିବା । କ୍ଷେତରୁ କିଛି ଗାଈ ଏବଂ ବଳଦ ଘରକୁ ଫେରି ଆସିଥିବା ବେଳେ ଆଉ କିଛି ଆସିନଥିଲେ । ସେମାନଙ୍କୁ ଖୋଜିବାକୁ ସଞ୍ଜିବ କ୍ଷେତକୁ ଯାଇଥିଲେ । ହେଲେ ରାତି ପର୍ଯ୍ୟନ୍ତ ଆଉ ଫେରି ଆସିନଥିଲେ । ଘର ଲୋକେ ବହୁ ଖୋଜାଖୋଜି କରି ଶେଷରେ ରାତି ପ୍ରାୟ ଗୋଟାଏରେ କ୍ଷେତରେ ପଡ଼ିଥିବା ଦେଖିବାକୁ ପାଇଥିଲେ । ସଞ୍ଜିବଙ୍କ ଶରୀରର ବିଭିନ୍ନ ସ୍ଥାନ ପୋଡ଼ି ଯାଇ ବେକ ଓ କାନରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି । ପୁଅର ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳି ଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!