Sunday, May 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର

by ସଞ୍ଜୟ ସ୍ୱାଇଁ
May 23, 2025
in State
ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର
62
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ଯୁବକଙ୍କ ଜୀବନ ନେଲା ଫ୍ରି ଫାୟାର । ମାଆ ବାରଣ କରିବାକୁ ବେକରେ ରଶି ଲଗାଇ ଝୁଲିଲା ପୁଅ। ବାଲେଶ୍ବର ଭୋଗରାଇ କୀର୍ତିନିଆ ଗାଁର ଘଟଣା। ମୃତକ ହେଲେ ପୂର୍ଣ୍ଣଚନ୍ଦ୍ର ମିର୍ଧାଙ୍କ ୨୦ ବର୍ଷର ପୁଅ ଆନନ୍ଦ ମିର୍ଧା। ସନ୍ଧ୍ୟା ସମୟରେ ଆନନ୍ଦ ଦୀର୍ଘ ସମୟ ଧରି ଫ୍ରି ଫାୟାର ଗେମ ଖେଳୁଥିଲେ। ଏନେଇ ମାଆ ବାରଣ କରିଥିଲେ। କିଛି ସମୟ ପରେ ଖୋଜାଖୋଜି କରିବାରୁ ଆନନ୍ଦ ଘର ପାର୍ଶ୍ଵ ଏକ ଗଛରେ ବେକରେ ରଶି ଲଗାଇ ଜୀବନ ହାରିଥିଲେ। ପ୍ରାୟ ବର୍ଷେରୁ ଅଧିକ ସମୟ ଧରି ସେ ଫ୍ରି ଫାୟାର ଖେଳିଆସୁଥିଲେ। ଏହି ଖେଳ ଆନନ୍ଦଙ୍କ ଅଭ୍ୟାସ ପାଲଟି ଥିବା ବେଳେ ପରିବାର ଲୋକ ଯେତେ ବାରଣ କଲେ ମଧ୍ୟ ଆନନ୍ଦ ଖେଳ ଛାଡୁ ନଥିଲେ । ତେବେ ଏଭଳି ଘଟଣା ପରେ ପରିବାର ଲୋକ ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଂଚି ଶବକୁ ଜବତ କରି ଏକ ମାମଲା ରୁଜୁ କରିବା ସହିତ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।

ସରସ୍ୱତି ଶିଶୁ ବିଦ୍ୟାମନ୍ଦିର ପରିସର ରେ”ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

ସରସ୍ୱତି ଶିଶୁ ବିଦ୍ୟାମନ୍ଦିର ପରିସର ରେ”ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

May 10, 2026
ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

May 10, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬ :ଖଣ୍ଡପଡାକୁ ହରାଇ ଶରଣକୁଳ ଚମ୍ପିଆନ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬ :ଖଣ୍ଡପଡାକୁ ହରାଇ ଶରଣକୁଳ ଚମ୍ପିଆନ୍

May 9, 2026
ବାଲ୍ୟ ବିବାହ ନିଷେଧ ସମ୍ବନ୍ଧୀୟ ସଚେତନତା ରାଲି

ବାଲ୍ୟ ବିବାହ ନିଷେଧ ସମ୍ବନ୍ଧୀୟ ସଚେତନତା ରାଲି

May 9, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!