Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋମଗାର୍ଡ ପାଇଁ ଶାରୀରିକ ପରୀକ୍ଷା ଦେଲାବେଳେ ଟଳି ପଡିଲେ ଯୁବକ

by ସଞ୍ଜୟ ସ୍ୱାଇଁ
May 29, 2025
in State
ହୋମଗାର୍ଡ ପାଇଁ ଶାରୀରିକ ପରୀକ୍ଷା ଦେଲାବେଳେ ଟଳି ପଡିଲେ ଯୁବକ
21
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ। ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ରାମଗିରି ଥାନା ପରିସଲ ଗାଁର ଲାଦେନ ମିଶାଇ। ଗୁରୁତର ପରୀକ୍ଷାର୍ଥୀଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ବେତାଗୁଡା ଠାରେ ଶାରିରୀକ ପରୀକ୍ଷା ଚାଲିଥିଲା। ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ। କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେହିଭଳି ଅନ୍ୟ ଜଣେ ପରୀକ୍ଷାର୍ଥୀ ପି. ଶଙ୍କର ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ଦୁଇଜଣ ପ୍ରାର୍ଥୀ ପୁଣି ଅସୁସ୍ଥ ହେବା ପରେ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି, ସେମାନେ ହେଲେ ଅର୍ପଣ ପାଣି ଓ ଅନ୍ୟ ଜଣଙ୍କ ପରିଚୟ ସ୍ପଷ୍ଟ ହୋଇ ନାହିଁ ।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!