Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟୁତ୍ ଆଘାତ, ଚାଲିଗଲା ନାବାଳକଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 16, 2025
in State
ବିଦ୍ୟୁତ୍ ଆଘାତ, ଚାଲିଗଲା ନାବାଳକଙ୍କ ଜୀବନ
58
VIEWS
Share on FacebookShare on Twitter

ଖନ୍ତାପଡ଼ା, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ କସବା ଜୟପୁର ପଞ୍ଚାୟତ ଜିରିତାଳ ଗ୍ରାମର ପ୍ରଭାକର ମହାରଣାଙ୍କ ନାବାଳକ ପୁଅ ଆୟୁଷ ମହାରଣା (୧୨)ଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଆୟୁଷ ନବମ ଶ୍ରେଣୀର ଛାତ୍ର। ଘଟଣା ମୁତାବକ ଆୟୁଷ ଆଜି ସକାଳେ ଗଛରେ ପାଣି ଦେଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି। ନାବାଳକଙ୍କର ମୃତ୍ୟୁ ଖବର ଜାଣିବା ପରେ ମେଡିକାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଆୟୁଷ ଆଜି ସକାଳେ ଗଛରେ ପାଣି ଦେଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି। ନାବାଳକଙ୍କର ମୃତ୍ୟୁ ଖବର ଜାଣିବା ପରେ ମେଡିକାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଆୟୁଷ ନବମ ଶ୍ରେଣୀର ଛାତ୍ର ବୋଲି ଜଣା ପଡ଼ିଛି। ଏପଟେ ନାବାଳକଙ୍କର ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଘଟଣା ବାବଦରେ ଖନ୍ତାପଡ଼ା ପୁଲିସ ଖବର ପାଇ ମେଡିକାଲରେ ପହଞ୍ଚି ଶବ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!