Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରପାଲି ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 16, 2025
in Crime, State
ବରପାଲି ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
196
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରପାଲି ବ୍ଲକ କନିଷ୍ଠ ଯନ୍ତ୍ରୀ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ବରଗଡ଼ ସ୍ଥିତ ହଳଦୀପାଲି ଛକ ଠାରେ ଏକ ହୋଣ୍ଡାଇ କ୍ରେଟା ଗାଡ଼ିରେ ଏସି ଲଗାଇ ସେ ଶୋଇପଡ଼ିଥିଲେ l ଏସିଟି ଖରାପ ହେବା ତା ସହିତ ଏସିଟି ସର୍ଟସର୍କିଟ ହୋଇଥିବା ଯୋଗୁଁ ମୁତ୍ୟୁବରଣ କରିଥିବା ଅନୁମାନ କରାଯାଉଛି l ତାଙ୍କ ଦେହସାରା ଜଳି ପୋଡ଼ିଯାଇଥିବାର ନଜର ଆସିଛି l ସ୍ତ୍ରୀଙ୍କ କହିବା ଅନୁସାରେ ଚନ୍ଦ୍ରଶେଖର ଝାଡ଼ିଆ ଗତକାଲି ଦିନ ୧୨ଟାରୁ ଘରୁ ବାହାରି ଆସିଥିଲ l ରାତିରେ ଫୋନ୍ ଉଠାଇ ନ ଥିଲେl ପରେ ଖୋଜା ଖୋଜି କରିବାରୁ ଗାଡ଼ିରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି l ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଶବକୁ ଉଦ୍ଧାର କରିଛି ପୁଲିସ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଅନ୍ୟପଟେ ତାଙ୍କ ସ୍ତ୍ରୀଙ୍କ କହିବା ଅନୁସାରେ ଚନ୍ଦ୍ରଶେଖର ଝାଡ଼ିଆ ଗତକାଲି ଦିନ ୧୨ଟାରୁ ଘରୁ ବାହାରି ଆସିଥିଲ l ରାତିରେ ଫୋନ୍ ଉଠାଇ ନ ଥିଲେ l ପରେ ଖୋଜା ଖୋଜି କରିବାରୁ ଗାଡ଼ିରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି l ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଶବକୁ ଉଦ୍ଧାର କରିଛି ପୁଲିସ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!