Sunday, June 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବବଧୂଙ୍କ ସନ୍ଦେହ ଜନକ ମୃତ୍ୟୁ

by Anil Panda
September 21, 2020
in Crime, Nayagarh
ନବବଧୂଙ୍କ ସନ୍ଦେହ ଜନକ ମୃତ୍ୟୁ
2.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସଦରଥାନା ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ପଂଚାୟତ ବାରବାଟି ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତ ମହିଳା ହେଲେ ଏହି ଗ୍ରାମର ଜିତେନ୍ଦ୍ର ବିଶ୍ୱାଳଙ୍କ ପôତୀ ଶିବାନୀ ସ୍ୱାଗତିକା ବିଶ୍ୱାଳ(୨୪) । ଗତକାଲି ଶିବାନୀ ଖାଇପିଇ ଘରେ ଶୋଇଥିବା ବେଳେ ଆଜି ସକାଳୁ ସେ ଉଠିନଥିଲେ । ଫଳରେ ଶିବାନୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଥିଲା । ଖବରପାଇ ସଦରଥାନା ପୁଲିସ ଘଟଣାସ୍ଥଳରେ ପହଂଚିବା ପରେ ଶିବାନୀଙ୍କ ପରିବାର ଲୋକେ ମଧ୍ୟ ଆସି ପହଂଚିଥିଲେ । ପରିବାର ପକ୍ଷରୁ ଶିବାନୀଙ୍କ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିବା ପାଇଁ ଲିଖିତ ଏତଲା ଦେବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାଯାଇଛି । ଅନ୍ୟପକ୍ଷେ, ପୁଲିସ ପ୍ରଥମେ ଜିତେନ୍ଦ୍ରଙ୍କୁ ଆଣି ଥାନାରେ ଅଟକ ରଖିଥିବା ବେଳେ ଅପରାହ୍ନରେ ଛାଡ଼ି ଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!