Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍ ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
February 14, 2025
in Accident, State
କାର୍ ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ
55
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡ ଆମପାଣି ଛକ ନିକଟରେ ଦୁର୍ଘଟଣା । ଦାଦନ ଶ୍ରମିକଙ୍କ ଉପରେ ଚଢିଗଲା କାର୍‌ । ରାସ୍ତାକଡ଼ରେ ଛିଡ଼ା ହୋଇଥିବା ବେଳେ ଏକ ଇନୋଭା କାର୍‌ ଧକ୍କା ଦେବାରୁ ଚାଲିଗଲା ଜଣେ ବ୍ୟକ୍ତିଙ୍କର ଜୀବନ । ମୃତକ ଛତିଶଗଡ଼ ଦେଭୋଗ ଗୋଇରାପଦର ଗାଁର ରମେଶ ବୋଲି ଜଣାପଡିଛି । ଖବର ଅନୁଯାୟୀ, ରମେଶ ବିଶାଖାପାଟଣା ଦାଦନ ଖଟିବା ପାଇଁ ଯାଇଥିଲେ । ସେଠାରୁ ନିଜ ଘରକୁ ଫେରୁଥିଲେ । କନ୍ଧମାଳ ଜିଲ୍ଲା ଆମପାଣି ବସ୍‌ଷ୍ଟାଣ୍ଡ ନିକଟରେ ବସ୍‌କୁ ଅପେକ୍ଷା କରି ରାସ୍ତାକଡ଼ରେ ଛିଡ଼ା ହୋଇଥିଲା । ଏହି ସମୟରେ ଏକ ଇନୋଭା କାର୍‌ ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ସେ ଗୁରୁତର ଅବସ୍ଥାରେ ରମେଶଙ୍କୁ ସ୍ଥାନୀୟ ଲୋକ କୋକସରା ହସ୍ପିଟାଲକୁ ନେଇଥିଲେ, ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର୍‌କୁ ଜବତ କରି ସହ ଡ୍ରାଇଭରକୁ ଅଟକ ରଖି ଜେରା କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!