Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା

by ସଞ୍ଜୟ ସ୍ୱାଇଁ
July 13, 2023
in Crime, State
ଘରେ ପଶି କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା
236
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଯୁବତୀଙ୍କ ଗଳାକାଟି ହତ୍ୟା । ବଲାଙ୍ଗୀର ନିଖିଳନଗରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବତୀ ଜଣଙ୍କ ହେଉଛନ୍ତି ଶେଷାଦ୍ରୀ ନାଗ । ସେ ବୁଧବାର ଦିନ ଜେଏସଏମ କମର୍ସ କଲେଜରେ ଯୁକ୍ତ ଦୁଇରେ ନାମ ଲେଖାଇଥିଲେ । ଯୁବତୀଙ୍କ ବାପା-ମା’ ଦିନ ମଜୁରିଆ । ତେବେ ଘରେ କେହି ନଥିବାର ସୁଯୋଗ ନେଇ ଝିଅକୁ କେହି ହତ୍ୟା କରିଥିବା ବାପା ମକତଧ୍ବଜ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଖବର ପାଇ ଟାଉନ ଥାନା ପୋଲିସ ସହ ଏସପି ହୃଷିକେଶ ଖିଲାରୀ ଘଟଣାସ୍ଥଳରେ ଛାନଭିନ ଆରମ୍ଭ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!