Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ ଧକ୍କା, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
April 4, 2025
in Accident, State
ଟ୍ରକ ଧକ୍କା, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
44
VIEWS
Share on FacebookShare on Twitter

ଖନ୍ତାପଡ଼ା/ସୋର, (ବାଘୁଆବାର୍ତ୍ତା): ବାଲେଶ୍ବର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ଆଦିରୁପା ପେଟ୍ରୋଲପମ୍ପ ସମ୍ମୁଖରେ ଏକ ଟ୍ରକ ଧକ୍କାରେ ଜଣେ ସାଇକେଲ ଚାଳକଙ୍କର ମୃତ୍ୟୁ ହୋଇଯାଇଛି। ମୃତକ ଦାଣ୍ଡ ହରିପୁର ଗ୍ରାମର ଅଭିରାମ ମଳିକ (୫୦) ବୋଲି ଜଣାଯାଇଛି। ଆଜି ସକାଳେ ଅଭିରାମ ମଳିକ ସାଇକେଲ ଯୋଗେ ବାରିକପୁର ହାଟକୁ ଯାଉଥିଲେ। କିନ୍ତୁ ଆଦିରୂପା ପେଟ୍ରୋଲ ପମ୍ପ ସମ୍ମୁଖରେ ସେ ଯାଉଥିବା ବେଳେ ଟାଙ୍କିରୁ ଓଡି ୧୯ଏଲ ୧୦୨୨ ନମ୍ବର ବିଶିଷ୍ଟ ଟ୍ରକଟି ବାହାରି ସାଇକେଲ ସହ ଅଭିରାମଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଭିରାମଙ୍କର ମୃତ୍ୟୁ ହୋଇଥିଲା।ଏହାପରେ ଉଭୟ ପାର୍ଶ୍ଵରେ କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ବନ୍ଦ କରିଥିଲେ। ଖବର ପାଇ ସୋର ଅତିରିକ୍ତ ତହସିଲଦାର ଦୈତାରି ମଲିକ ଓ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ସୋର ମେଡିକାଲକୁ ପଠାଇଥିଲେ। ଟ୍ରକକୁ ଜବତ କରି ଥାନାକୁ ଆଣିବା ସହିତ ତଦନ୍ତ ଜାରିରଖିଛି ପୁଲିସ।ମୃତ ବ୍ୟକ୍ତିଙ୍କ କ୍ଷତିପୁରଣ ବାବଦରେ ରେଡକ୍ରସରୁ ୧୦ହଜାର ଟଙ୍କା ପ୍ରଦାନର ପ୍ରତିଶ୍ରୁତି ପରେ ରାଜପଥରୁ ଧାରଣା ହଟିଥିଲା। ଆଜି ସକାଳେ ଅଭିରାମ ମଳିକ ସାଇକେଲ ଯୋଗେ ବାରିକପୁର ହାଟକୁ ଯାଉଥିଲେ। କିନ୍ତୁ ଆଦିରୂପା ପେଟ୍ରୋଲ ପମ୍ପ ସମ୍ମୁଖରେ ସେ ଯାଉଥିବା ବେଳେ ଟାଙ୍କିରୁ ଓଡି ୧୯ଏଲ ୧୦୨୨ ନମ୍ବର ବିଶିଷ୍ଟ ଟ୍ରକଟି ବାହାରି ସାଇକେଲ ସହ ଅଭିରାମଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଭିରାମଙ୍କର ମୃତ୍ୟୁ ହୋଇଥିଲା।ଏହାପରେ ଉଭୟ ପାର୍ଶ୍ଵରେ କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ବନ୍ଦ କରିଥିଲେ। ଖବର ପାଇ ସୋର ଅତିରିକ୍ତ ତହସିଲଦାର ଦୈତାରି ମଲିକ ଓ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହିତ ସୋର ମେଡିକାଲକୁ ପଠାଇଥିଲେ। ଟ୍ରକକୁ ଜବତ କରି ଥାନାକୁ ଆଣିବା ସହିତ ତଦନ୍ତ ଜାରିରଖିଛି ପୁଲିସ।ମୃତ ବ୍ୟକ୍ତିଙ୍କ କ୍ଷତିପୁରଣ ବାବଦରେ ରେଡକ୍ରସରୁ ୧୦ହଜାର ଟଙ୍କା ପ୍ରଦାନର ପ୍ରତିଶ୍ରୁତି ପରେ ରାଜପଥରୁ ଧାରଣା ହଟିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!