Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଇଓଙ୍କ କାର୍ଯ୍ୟାଳୟରେ ଡାଟା ଏଣ୍ଟ୍ରି କର୍ମଚାରୀଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 11, 2024
in Crime, State
ବିଇଓଙ୍କ କାର୍ଯ୍ୟାଳୟରେ ଡାଟା ଏଣ୍ଟ୍ରି କର୍ମଚାରୀଙ୍କ ମୃତ୍ୟୁ
145
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ଜଣେ ଡାଟା ଏଣ୍ଟ୍ରି କର୍ମଚାରୀଙ୍କର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ବଳଦେବ ଗରଡ଼ା। ତାଙ୍କ ଘର ରାୟଗଡ଼ା ଜିଲ୍ଲା କୁମ୍ଭିକଟା ଗାଁରେ। ବଳଦେବ ଗରଡ଼ା ଦୀର୍ଘ ଦିନ ହେବ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ରହିଆସୁଥିଲେ। ପ୍ରତିଦିନ ପରି ଆଜି ଅନ୍ୟ କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେବାକୁ ଆସିବା ପରେ ବଳଦେବ ଗରଡ଼ା ଅଚେତା ଅବସ୍ଥାରେ ପଡ଼ିରହିଥିବା ଦେଖିଥିଲେ। କର୍ମଚାରୀମାନେ ତୁରନ୍ତ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣା ସଂପର୍କରେ ବିଷମକଟକ ଥାନାରେ ଲିଖତ ଅଭିଯୋଗ କରିଥିଲେ। ବିଷମକଟକ ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!