Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରପାତରେ CRPF ଡେପୁଟି କମାଣ୍ଡାଣ୍ଟଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 16, 2025
in State
ବଜ୍ରପାତରେ CRPF ଡେପୁଟି କମାଣ୍ଡାଣ୍ଟଙ୍କ ମୃତ୍ୟୁ
78
VIEWS
Share on FacebookShare on Twitter

ରାଉଲକେଲା, (ବାଘୁଆବାର୍ତ୍ତା): ବଜ୍ରପାତରେ CRPF ଡେପୁଟି କମାଣ୍ଡାଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡର ଛୋଟା ନଗରା ଥାନା ଅର୍ନ୍ତଗତ ବଲିବା ଜଙ୍ଗଲରେ ଚାଲିଥିଲା ଅପରେସନ । ଏହି ଅପରେସନ ସମୟରେ ଭୀଷଣ ଜୋରରେ ବଜ୍ରପାତ ହୋଇଥିଲା । ଏଥିରେ ସିଆରପିଏଫ୍ ଡେପୁଟି କମାଣ୍ଡାଣ୍ଟ ପ୍ରବୋ ସିଂହଙ୍କ ସମେତ ୪ ଜଣ ଯବାନ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଅନ୍ୟ ଯବାନମାନେ ଉଦ୍ଧାର କରିଥିଲେ । ପରେ ଚିକିତ୍ସା ଲାଗି ହେଲିକପ୍ଟର ସାହାଯ୍ୟରେ ରାଞ୍ଚି ହସ୍ପିଟାଲ ନିଆଯାଇଛି । ଡାକ୍ତରଖାନାରେ ଡେପୁଟି କମାଣ୍ଡାଣ୍ଟଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଯବାନମାନଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!