Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ଗୁଳିମାଡରେ ରାଜୌରୀ ଅତିରିକ୍ତ ଜିଲ୍ଲା ବିକାଶ କମିଶନଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 10, 2025
in NATIONAL NEWS
ପାକିସ୍ତାନ ଗୁଳିମାଡରେ ରାଜୌରୀ ଅତିରିକ୍ତ ଜିଲ୍ଲା ବିକାଶ କମିଶନଙ୍କ ମୃତ୍ୟୁ
218
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପାକିସ୍ତାନ ପକ୍ଷରୁ ଲଗାତାର ଭାରତ ସୀମାରେ ଗୁଳିମାଡ ହେବାରେ ଲାଗିଛି । ଶନିବାର ମଧ୍ୟ ପାକିସ୍ତାନ ସେନା ଜମ୍ମୁ-କାଶ୍ମୀରର ରାଜୌରୀରେ ଗୁଳି ମାଡ କରିଥିଲା। ଫଳରେ ଜମ୍ମୁ-କାଶ୍ମୀରର ଜଣେ ଅଧିକାରୀଙ୍କ ସହ ୫ଜଣଙ୍କ ମୃତ୍ୟୁ ହୋଇଛି । ଭାରତୀୟ ସେନା ସୂଚନା ମୁତାବକ , ରାଜୌରୀ ଜିଲ୍ଲାରେ ଥିବା ସରକାରୀ କ୍ବାର୍ଟରରେ ପାକିସ୍ତାନ ଗୁଳି ମାଡ ହେବାରୁ ରାଜୌରୀର ଅତିରିକ୍ତ ଜିଲ୍ଲା ବିକାଶ କମିଶନ ରାଜ କୁମାର ଥାପାଙ୍କ ସହ ଦୁଇ କର୍ମଚାରୀ ଗୁରୁତର ଆହତ ହେଲେ । ତାଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ସେଠାରେ ରାଜକୁମାର ଥାପାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଦୁଇଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏନେଇ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଏକ୍ସରେ ଟ୍ବିଟ କରି ଏହି ଦୁଃଖଦ ଖବର ଜଣାଇବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!