Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଂହ ଆକାଶର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 15, 2025
in State
ସିଂହ ଆକାଶର ମୃତ୍ୟୁ
8
VIEWS
Share on FacebookShare on Twitter

ମେଣ୍ଢାଶାଳ, (ବାଘୁଆବାର୍ତ୍ତା): ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ସିଂହ ଆକାଶର ମୃତ୍ୟୁ l ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲା । କିଛି ଦିନ ହେବ ସିଂହ ଆକାଶ ଖାଦ୍ୟ ଖାଉନଥିଲା କି ଛିଡ଼ା ହୋଇପାରୁନଥିଲା । ସେ କେବଳ ଶୋଇରହୁଥିଲା । ଗତ ବିଳମ୍ବିତ ରାତିରେ ତାର ମୃତ୍ୟୁ ଘଟିଛି l ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ କହିଛନ୍ତି l ୨୦୧୪ ମସିହାରେ ବେଙ୍ଗଲର ଚିଡିଆଖାନାରୁ ନନ୍ଦନକାନନକୁ ସିଂଘ ଆକାଶକୁ ଅଣାଯାଇଥିଲା l ସେ ସମୟରେ ସିଂଘକୁ ୪ ବର୍ଷ ହୋଇଥିଲା l ନନ୍ଦନକାନନରେ ସିଂହ ମାନଙ୍କ ସଂଖ୍ୟା ୨୬କୁ ହ୍ରାସ ପାଇଛି l

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!