Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରକୀୟା ପ୍ରୀତି, ଗୋଟିଏ ଘରୁ ମିଳିଲା ବିଧବା ମହିଳା-ପୁରୁଷଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 10, 2025
in Crime, State
ପରକୀୟା ପ୍ରୀତି,  ଗୋଟିଏ ଘରୁ ମିଳିଲା ବିଧବା ମହିଳା-ପୁରୁଷଙ୍କ ମୃତଦେହ
86
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ବିଧବା ମହିଳାଙ୍କ ଘରୁ ମିଳିଲା ଦୁଇ ମୃତଦେହ । ମହିଳାଙ୍କ ସହ ପୁରୁଷଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ଉଭୟ ମୃତଦେହ ପଚି ସଢ଼ି ଦୁର୍ଗନ୍ଧ ବାହାରୁଥିବା ବେଳେ ଏପର୍ଯ୍ୟନ୍ତ ଶବକୁ ଉଦ୍ଧାର କରାଯାଇ ପାରିନାହିଁ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଞ୍ଚଳରେ ଜଣେ ବିଧବା ମହିଳା ନିଜ ପୁଅ-ବୋହୂଙ୍କ ଠାରୁ ଅଲଗା ରହୁଥିଲେ । ମହିଳା ଜଣଙ୍କ ଘର ଠାରୁ କିଛି ଦୂରରେ ଆଉ ଏକ ଚାଳ କୁଡ଼ିଆରେ ଏକା ରହୁଥିଲେ । ତେବେ ଶନିବାର ହଠାତ ମହିଳାଙ୍କ ପୁଅ ଚାଳ କୁଡ଼ିଆକୁ ଆସିଥିବା ବେଳେ ଜଣେ ପୁରୁଷଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ । ତଳେ ତାଙ୍କ ମା’ଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ଏନେଇ ସେ ଗାଁ ଲୋକଙ୍କୁ ଖବର ଦେଇଥିଲେ । ଏଭଳି ଗୋଟିଏ ଘରୁ ମହିଳା-ପୁରୁଷଙ୍କ ମୃତଦେହ ଠାବ ହେବା ପରକୀୟା ପ୍ରୀତି ଆଡକୁ ସନ୍ଦେହ ବଢ଼ାଉଛି ।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!