Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଇଭ ଭିଡିଓ କରି ଜୀବନ ହାରିଲେ ସାମ୍ବାଦିକା, ଟ୍ରେନ୍ ଲାଇନରୁ ଉଦ୍ଧାର ହେଲା ମୃତଦେହ

by ସଞ୍ଜୟ ସ୍ୱାଇଁ
July 25, 2024
in Feature News
ଲାଇଭ ଭିଡିଓ କରି ଜୀବନ ହାରିଲେ ସାମ୍ବାଦିକା, ଟ୍ରେନ୍ ଲାଇନରୁ ଉଦ୍ଧାର ହେଲା ମୃତଦେହ
219
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲାଇଭ ଭିଡିଓ କରି ଜୀବନ ହାରିଲେ ସାମ୍ବାଦିକା । ବାପୁଜୀନଗର ଟ୍ରେନ୍ ଲାଇନରୁ ଉଦ୍ଧାର ହେଲା ଖଣ୍ଡ ବିଖଣ୍ଡିତ ମୃତଦେହ । ମୃତ ସାମ୍ବାଦିକା ହେଲେ ମଧୁମିତା ପରିଡା । ସେ ଏକ ଓ୍ବେବ ଚ୍ୟାନେଲରେ କାମ କରୁଥିଲେ। ବିବାହ ପରେ ବାପୁଜୀନଗରରେ ଭଡ଼ାରେ ରହୁଥିଲେ । ତେବେ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି । ତାଙ୍କ ସ୍ବାମୀଙ୍କର ପରକୀୟା ପ୍ରୀତି ଥିଲା ବୋଲି ଅଭିଯୋଗ କରିଛନ୍ତି ମଧୁମିତା । ସ୍ବାମୀ ତାଙ୍କୁ ଧୋକା ଦେବା ସହ ଦୀର୍ଘଦିନ ହେଲା ନିର୍ୟାସତନା ଦେଉଥିଲେ । ଶେଷରେ ସହିନପାରି ସେ ଜୀବନ ହାରିଥିବା ଅଭିଯୋଗ ହୋଇଛି । ଜୀବନ ହାରିବା ପୂର୍ବରୁ ତାଙ୍କ ସହ ଘଟିଥିବା ଘଟଣା ସମ୍ପର୍କରେ ଭିଡିଓରେ କହିଛନ୍ତି ମଧୁମିତା । ଯାହାକି ଏବେ ଭାଇରାଲ ହେଉଛି । ଆତ୍ମହତ୍ୟା ପୂର୍ବରୁ ସେ ନିଜ ମା’ ଓ ପରିବାରକୁ କ୍ଷମା ମାଗିଛନ୍ତି । ଭିଡିଓ କରିବା ପରେ ଟ୍ରେନ ଆଗକୁ ଡେଇଁ ସାମ୍ବାଦିକା ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ମଧୁମିତାଙ୍କ ଘର ହୋଇଥିବା ବେଳେ, ଗଞ୍ଜାମ ଜିଲ୍ଲା ତରଡ଼ାରେ ସେ ବିବାହ କରିଥିଲେ । ତେବେ ମଧୁମିତାଙ୍କୁ ବିବାହ ପୂର୍ବରୁ ତାଙ୍କ ସ୍ବାମୀ ଅନ୍ୟ ଜଣେ ଯୁବତୀଙ୍କ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀକୁ ଛାଡପତ୍ର ଦେବା ପରେ ମଧଚମିତାଙ୍କୁ ଦ୍ବିତୀୟ ବିବାହ କରିଥିଲେ ତାଙ୍କ ସ୍ବାମୀ। କ୍ୟାପିଟାଲ ଥାନା ଓ ଜିଆରପି ଘଟଣାର ତଦନ୍ତ ଜାରି ରଖିଛନ୍ତି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!