Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ଜିଲ୍ଲା ପରିଷଦ ସୂର୍ଯ୍ୟନାରାୟଣ ଚୌଧୁରୀଙ୍କ ପରଲୋକ, ବିଧାୟକଙ୍କ ଶୋକ

by ସଞ୍ଜୟ ସ୍ୱାଇଁ
March 2, 2025
in Nayagarh, State
ପୂର୍ବତନ ଜିଲ୍ଲା ପରିଷଦ ସୂର୍ଯ୍ୟନାରାୟଣ ଚୌଧୁରୀଙ୍କ ପରଲୋକ, ବିଧାୟକଙ୍କ ଶୋକ
506
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଓଡ଼ଗାଁ ବ୍ଲକ ନନ୍ଦୀଘୋର ପଞ୍ଚାୟତର ସମାଜସେବୀ ତଥା ପୂର୍ବତନ ଜିଲ୍ଲା ପରିଷଦ ସୂର୍ଯ୍ୟନାରାୟଣ ଚୌଧୁରୀଙ୍କର ପରଲୋକ ହୋଇଛି । ମୃତ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଭୁବନେଶ୍ୱର ଏମସରେ ଚିକିତ୍ସିତ ହେଉଥିବା ବେଳେ ହୃଦଘାତରେ ମୃତ୍ୟୁ ବରଣ କରିଥିବା ସୁଚନା ମିଳିଛି । ସେ ପ୍ରଜାପିତା ବ୍ରହ୍ମାକୁମାରୀ ଅନୁଷ୍ଠାନର ଜଣେ ସକ୍ରିୟ ସଦସ୍ୟ ରହିଥିଲେ । ଏଥି ସହିତ ଓଡ଼ଗାଁ ବ୍ଲକ ବିଜେଡିର ସଭାପତି ଦାୟିତ୍ୱ ତୁଲାଇଥିଲେ । ସେ ଜଣେ ମେଳାପି ଓ ସମାଜସେବୀ ଥିଲେ । ତାଙ୍କ ବିୟୋଗରେ ଓଡ଼ଗାଁ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ବିୟୋଗରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଶୋକ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଏଥି ସହିତ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଜିଲ୍ଲା ପରିଷଦ ବିରଜାଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ଝିଲ୍ଲୀ ପ୍ରଧାନ, ପୂର୍ବତନ ଜିଲ୍ଲା ପରିଷଦ ବିଭୁ ପ୍ରସାଦ ସାହୁଙ୍କ ସମେତ ବହୁ ବ୍ୟକ୍ତି ଶୋକ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!