Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ବର ସବୁଠୁ ବୟସ୍କା ମହିଳାଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
January 5, 2025
in NATIONAL NEWS
ବିଶ୍ବର ସବୁଠୁ ବୟସ୍କା ମହିଳାଙ୍କ ପରଲୋକ
202
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବିଶ୍ବର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ । ୧୧୬ ବର୍ଷରେ ଜାପାନୀ ମହିଳା ଟୋମିକୋ ଇତୁକାଙ୍କ ମୃତ୍ୟୁ ହୋଇଛି। ଗିନିସ୍ ୱାଲ୍ଡ ରେକର୍ଡ ଦ୍ବାରା ବିଶ୍ବର ସବୁଠାରୁ ବୟସ୍କ ବ୍ୟକ୍ତି ଘୋଷିତ ହୋଇଥିଲେ । ପ୍ରଥମ ବିଶ୍ବଯୁଦ୍ଧର ୬ ବର୍ଷ ପୂର୍ବରୁ ଇତୁକା ମେ’ ୧୯୦୮ରେ ଜନ୍ମଗ୍ରହଣ କରିଥିଲେ। ସେପ୍ଟେମ୍ବର ୨୦୨୪ ଗିନିସ୍ ୱାଲ୍ଡ ରେକର୍ଡ ପକ୍ଷରୁ ସବୁଠାରୁ ବୟସ୍କ ବ୍ୟକ୍ତି ଭାବେ ପ୍ରମାଣପତ୍ର ଦିଆଯାଇଥିଲା । ଇତୁକା ତାଙ୍କ ଜୀବନକାଳରେ ଦ୍ବିତୀୟ ବିଶ୍ବଯୁଦ୍ଧ, ମହାମାରୀ ସହ ଅନେକ ଘଟଣା ଦେଖିଛନ୍ତି । ୨୦୨୪ ଅଗଷ୍ଟରେ ସ୍ପେନ୍‌ର ମାରିଆ ବ୍ରାନ୍ୟାସ ମୋରେରାଙ୍କର ୧୧୭ ବର୍ଷ ବୟସରେ ପରଲୋକ ହୋଇଥିଲା । ଏହା ପରେ ଇତୁକାଙ୍କୁ ବିଶ୍ବର ସବୁଠୁ ବୟସ୍କ ମହିଳା ଭାବେ ଗଣାଯାଉଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!