Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫୁଲ ତୋଳିବାକୁ ଯାଇ ବିଦ୍ୟୁତ୍ ଆଘାତରେ ଚାଲିଗଲା ମହିଳାଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 17, 2025
in State
ଫୁଲ ତୋଳିବାକୁ ଯାଇ ବିଦ୍ୟୁତ୍ ଆଘାତରେ ଚାଲିଗଲା ମହିଳାଙ୍କ ଜୀବନ
108
VIEWS
Share on FacebookShare on Twitter

ଖନ୍ତାପଡ଼ା, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅଧୀନରେ ଗତକାଲି ଜଣେ ନାବାଳକ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଥିବା ବେଳେ ଆଜି ସକାଳେ ଜଣେ ମହିଳା ଫୁଲ ତୋକିବାକୁ ଯାଇଥିବା ବେଳେ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ବିଦ୍ୟୁତ ବିଭାଗ ନାମରେ ଖନ୍ତାପଡ଼ା ଥାନାରେ ଅଭିଯୋଗ ହୋଇଛି। ଖନ୍ତାପଡ଼ା ଥାନା ବାହାନଗା ପଞ୍ଚାୟତ ଦରଡ଼ିହା ଗ୍ରାମର ଅନ୍ନପୂର୍ଣ୍ଣା ବାରିକ ସକାଳେ ଫୁଲ ତୋଳିବାକୁ ଯାଇଥିଲେ। ମାତ୍ର ସେଠାରେ ବିଦ୍ୟୁତ ବିଭାଗର ପକ୍ଷରୁ ଏକ ତାରକୁ କାଟି ଗଛରେ ଗୁଡ଼ାଇ ଦିଆଯାଇଥିଲା। ଫଳରେ ଫୁଲ ତୋଳିବା ସମୟରେ ଅନ୍ନପୂର୍ଣ୍ଣା ବିଦ୍ୟୁତ୍ ଆଘାତର ଶିକାର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଖନ୍ତାପଡ଼ା ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଦ୍ୟୁତ ବିଭାଗର ଅବହେଳା ପାଇଁ ଅନ୍ନପୂର୍ଣ୍ଣା ଜୀବନ ଯାଇଥିବା ନେଇ ତାଙ୍କ ପୁଅ ରତିକାନ୍ତ ବାରିକ ଖନ୍ତାପଡ଼ା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୋଗ ମୂଳେ ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ଖନ୍ତାପଡ଼ା ଥାନା ବାହାନଗା ପଞ୍ଚାୟତ ଦରଡ଼ିହା ଗ୍ରାମର ଅନ୍ନପୂର୍ଣ୍ଣା ବାରିକ ସକାଳେ ଫୁଲ ତୋଳିବାକୁ ଯାଇଥିଲେ। ମାତ୍ର ସେଠାରେ ବିଦ୍ୟୁତ ବିଭାଗର ପକ୍ଷରୁ ଏକ ତାରକୁ କାଟି ଗଛରେ ଗୁଡ଼ାଇ ଦିଆଯାଇଥିଲା। ଫଳରେ ଫୁଲ ତୋଳିବା ସମୟରେ ଅନ୍ନପୂର୍ଣ୍ଣା ବିଦ୍ୟୁତ୍ ଆଘାତର ଶିକାର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଖନ୍ତାପଡ଼ା ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଦ୍ୟୁତ ବିଭାଗର ଅବହେଳା ପାଇଁ ଅନ୍ନପୂର୍ଣ୍ଣା ଜୀବନ ଯାଇଥିବା ନେଇ ତାଙ୍କ ପୁଅ ରତିକାନ୍ତ ବାରିକ ଖନ୍ତାପଡ଼ା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୋଗ ମୂଳେ ଘଟଣାର ତଦନ୍ତ ଆରମ୍ଭ କରିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!