Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ,

by ସଞ୍ଜୟ ସ୍ୱାଇଁ
February 11, 2025
in Education, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
85
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ଜେଇଇ ପରୀକ୍ଷା ଫଳ। ଜେଇଇ ମେନ୍ ସେସନ-୧ ପରୀକ୍ଷା ଫଳ ଏନଟିଏ ପକ୍ଷରୁ ପ୍ରକାଶ ପାଇଛି । ଏଥିରେ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି ୧୪ ପରୀକ୍ଷାର୍ଥୀ । ଓଡିଶାର ନବନୀତ ପ୍ରୀୟଦର୍ଶୀ ୨୬ ତମ ରାଙ୍କରେ ରହିଛନ୍ତି। ସେ ୯୯.୯୮ ପ୍ରତିଶତ ମାର୍କ ରଖିଛନ୍ତି। ଚଳିତ ବର୍ଷ ଜାନୁୟାରୀ ମାସରେ ଜେଇଇ ମେନ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୨୨,୨୩,୨୪, ୨୮ ଓ ୨୯ ତାରିଖରେ ପରୀକ୍ଷା ହୋଇଥିଲା। ୧୨, ୫୮ ,୧୩୬ ଜଣ ପରୀକ୍ଷାର୍ଥ ପରୀକ୍ଷା ଦେଇଥିଲେ। ୩୦୪ଟି ସହରରେ ୬୧୮ କେନ୍ଦ୍ରରେ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଭାରତ ସହ ଅନ୍ୟ ଦେଶର ୧୫ଟି ସହରରେ ମଧ୍ୟ ପରୀକ୍ଷା କେନ୍ଦ୍ର ହୋଇଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!