Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କ ଉଲଗ୍ନ ଅବସ୍ଥାରେ ଶବ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 9, 2021
in Crime, State
ଦ୍ୱିତୀୟ ଲହରୀରେ ପ୍ରଥମ ମୁଣ୍ଡ ନେଲା କରୋନା
495
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଉଲଗ୍ନ ଅବସ୍ଥାରେ ପଡିଥିବା ଜଣେ ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର ହୋଇଛି । ସମୁଦ୍ରରେ ଭିତରେ ମହିଳାଙ୍କ ଉଲଗ୍ନ ଅବସ୍ଥାରେ ଶବଟି ଭାସୁଥିଲା । ଏଭଳି ଘଟଣା ଦେଖିବାକୁ ମିଳିଛି ଚନ୍ଦ୍ରଭାଗା ସମୁଦ୍ରକୂଳରେ । ଥାନା ଠାରୁ ଅଳ୍ପ ଦୂରରେ ମହିଳାଙ୍କ ଶବଟି ସମୁଦ୍ର ଭିତରେ ଭାସୁଥିଲା । ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁସାରେ, ଆଜି ସକାଳୁ କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରକୂଳରେ ମହିଳାଙ୍କ ମୃତ ହେହ ଭାସୁଥିବାର ଦେଖିବାକୁ ମିଳିଥିଲା । ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସମୁଦ୍ରରୁ ମହିଳାଙ୍କ ଉଲଗ୍ନ ଅବସ୍ଥାରେ ଭାସୁଥିବା ଶବକୁ ଉଦ୍ଧାର କରି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ବେଳେ ମହିଳାଙ୍କ ବୟସ ୩୦ରୁ ୩୫ବର୍ଷ ହେବ ବୋଲି ଅନୁମାନ କରାଯାଇଛି । ତେବେ ମହିଳାଙ୍କ ପରିଚୟ ମିଳିନଥିବା ବେଳେ ପୁଲିସ ଆଖାପାଖ ଅଞ୍ଚଳରେ ପଚରାଉଚରା କରୁଥିବା ସୂଚନା ମିଳିଛି । ସେପଟେ ମହିଳାଙ୍କ ଶବ ସମୁଦ୍ରରେ ଭାସିବା ଦ୍ୱାରା ମହିଳାଙ୍କୁ ହତ୍ୟା କରାଯାଇ ଫିଙ୍ଗାଯାଇଛି ନା ସମୁଦ୍ରରେ ଭାସିଯାଇଥିଲେ ତାହା ବର୍ତ୍ତମାନ ସନ୍ଦେହ ସୃଷ୍ଟି କରିଥିବା ବେଳେ ଶବ ବେବଚ୍ଛେଦ ରିପୋର୍ଟ ଆସିଲେ ତାହା ସ୍ପଟ ଜଣାପଡିବ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!