Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ମୁନରେ ଲୁଟିନେଲେ ସୁନା ଓ ରୁପା

by ସଞ୍ଜୟ ସ୍ୱାଇଁ
April 4, 2024
in Crime, State
ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ମୁନରେ ଲୁଟିନେଲେ ସୁନା ଓ ରୁପା
28
VIEWS
Share on FacebookShare on Twitter

ଡେଲାଙ୍ଗ, (ବାଘୁଆବାର୍ତ୍ତା): ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଠାରୁ ଲୁଟି ନେଲେ ୨୭୦ ଗ୍ରାମ ସୁନା ଓ ୬କେଜି ରୁପା। ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଠାରୁ ମାତ୍ର ୫୦୦ମିଟର ଦୂରରେ ଏହି ଘଟଣା ଘଟିଛି। ଲୁଟ୍ ହୋଇଥିବା ଜିନିଷର ଅନୁମାନିକ ମୂଲ୍ୟ ୨୩ ଲକ୍ଷରୁ ଅଧିକ ହେବ। ଏନେଇ ବ୍ୟବସାୟୀ ଜଣଙ୍କ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ସୁନା ବ୍ୟବସାୟୀ ପ୍ରଶାନ୍ତ ମହାପାତ୍ରଙ୍କ ଘର ଡେଲାଙ୍ଗରେ। ତାଙ୍କର ଡେଲାଙ୍ଗ ବଜ଼ାରରେ ସୁନା ଦୋକାନ ରହିଛି। ସବୁ ଦିନ ପରି ଗତକାଲି ମଧ୍ୟ ପ୍ରଶାନ୍ତ ଦୋକାନ ବନ୍ଦ କରି ସୁନା ଓ ରୁପା ଅଳଙ୍କାର ନେଇ ନିଜ ଘରକୁ ଯାଉଥିଲେ। ଏହି ସମୟରେ ୪ରୁ ୫ ଜଣ ଡକାୟତ ଆସି ତାଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ପରେ ସୁନା ଓ ରୁପା ଅଳଙ୍କାର ନେଇ ଚମ୍ପଟ ମାରିଥିଲେ। ଏନେଇ ପ୍ରଶାନ୍ତ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ଡେଲାଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ ଭିନ୍ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!