Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିନ୍ତା ବଢାଇଲାଣି ଡେଙ୍ଗୁ:ଲୋକ ଆତଙ୍କିତ

by ସଞ୍ଜୟ ସ୍ୱାଇଁ
July 21, 2021
in Feature, State
ଚିନ୍ତା ବଢାଇଲାଣି ଡେଙ୍ଗୁ:ଲୋକ ଆତଙ୍କିତ
33
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଟିକେ କରୋନା ଥମିଥିବା ବେଳେ କେତେକ ଜିଲ୍ଲାବାସୀଙ୍କୁ ଭୟଭିତ କରିଛି ଡେଙ୍ଗୁ ରୋଗ । ଡେଙ୍ଗୁ ରୋଗ ଦିନକୁ ଦିନ ବଢିବାରେ ଲାଗିଛି । ପ୍ରତିକାର ଓ ପ୍ରତିଷେଧକ ବ୍ୟବସ୍ଥା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ, ବିଏମସି ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର ତଥା ଉଚ୍ଚସ୍ତରୀୟ ବୈଠକ ଆରମ୍ଭ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ବିଏମସିର ଅତିରିକ୍ତ କମିଶନର, ଡେପୁଟି କମିଶନର, ସ୍ବାସ୍ଥ୍ୟ ଅଧିକାରୀଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସାମିଲ ହୋଇଥିଲେ । ଖୋର୍ଦ୍ଧା ଜିଲ୍ଲାରେ ମୋଟ ୧୫୦ରୁ ଅଧିକ ରୋଗୀ ଚିହ୍ନଟ ହୋଇସାରିଛନ୍ତି । ସେଥି ମଧ୍ୟରୁ ଅନେକ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ବର୍ତ୍ତମାନ କିଛି ରୋଗୀ ସରକାରୀ ଓ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ବରରେ ନୀଳାଦ୍ରିବିହାର ଓ ଶୈଳଶ୍ରୀ ବିହାର ଅଞ୍ଚଳରେ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି । ବର୍ଷା ଦିନ ଜାରି ରହିବା ସହ ପରିମଳ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!