Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ ମାମଲା

by ସଞ୍ଜୟ ସ୍ୱାଇଁ
July 27, 2021
in Health, State
ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ ମାମଲା
54
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ ନେଇ କୌଣସି ଖବର ନଥିବା କହିଛନ୍ତି ବିଏମସି କମିଶନର । ପ୍ରତିଦିନ ସର୍ଭିଲାନ୍ସ ଚାଲିଛି । ସୋମବାର ସୁଦ୍ଧା ବିଏମସିରେ ୪୫୦ରୁ ଅଧିକ ଘରେ ସର୍ଭିଲାନ୍ସ କରାଯାଇଛି । ରାଜଧାନୀରେ ବର୍ତ୍ତମାନ ପର୍ୟ୍ୟନ୍ତ ୩୯୧ କ୍ୟୁମୁଲେଟିଭ୍ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରର ନର୍ଥ ଜୋନ୍ ରେ ମୋଟ୍ ୫୬ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ୱାର୍ଡ ୧୪, ୧୭, ୭, ୪୨ରେ ବେଶୀ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସକାଳେ ଖବର ମିଳିଲା ଯେ, ପ୍ରଥମ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ହୋଇଛି ବୋଲି । ଗୋଟିଏ ଟିମ୍ ତାଙ୍କ ଘରକୁ ଯାଇଛନ୍ତି । ଟିମ୍ ବର୍ତ୍ତମାନ ତାଙ୍କ ଘର ଲୋକଙ୍କ ସହ କଥା ହେଉଛନ୍ତି । ମୃତକ ଟେଷ୍ଟ କେଉଁଠି କରିଥିଲେ, କିଛି ସ୍ବାସ୍ଥ୍ୟ ସମସ୍ୟା ରହିଛି କି ? ଏସବୁର ତନାଘନା ଚାଲିଛି । ସନ୍ଧ୍ୟା ସୁଦ୍ଧା ଆମେ କହିପାରିବୁ ନାବାଳିକା ଜଣଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଛି ନା ନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!