Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
May 24, 2025
in Crime, State
୭ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
21
VIEWS
Share on FacebookShare on Twitter

ଦେଓଗାଁ, (ବାଘୁଆବାର୍ତ୍ତା): ବଢ଼ୁଛି ନୀଳ ଜହର କାରବାର । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବେଳେ ଏହାକୁ ଚେକ୍ ଦେଉଛି ପୁଲିସ । ଗଞ୍ଜେଇ ନେଇ ଯାଉଥିବା ସମୟରେ ୨ଜଣଙ୍କୁ ଗିରଫ କରିଛି ପୁଲିସ । ୨ ଅଭିଯୁକ୍ତ ହେଲେ ମଧ୍ୟପ୍ରଦେଶ କାଟିନ ଜିଲ୍ଲାର ଦୁର୍ଗା ଗୁଡ଼ାରି ଓ ଧୁମ ଜିଲ୍ଲା ସିକରମପୁରର ରାହୁଲ ବାଲ୍ମିକ । ସେମାନଙ୍କ ନିକଟରୁ ୭କେଜି ୧୯୦ଗ୍ରାମ ଗଞ୍ଜେଇ ଜବତ କରାଯାଇଛି । ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ତୁଷୁରା ଛକ ନିକଟରେ ପୁଲିସ୍ ତାଙ୍କୁ ବାନ୍ଧିଛି । ସୂଚନା ମୁତାବକ, ତୁଷୁରା ଛକ ଦେଇ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ପୁଲିସକୁ ଖବର ମିଳିଥିଲା । ତୁଷୁରା ପୁଲିସ୍ ଟିମ୍ ଛକ ନିକଟରେ ପୂର୍ବରୁ ଡେରା ପକାଇଥିଲା । ଦୁଇ ଅଭିଯୁକ୍ତ ଗଞ୍ଜେଇ ନେଇ ଯାଉଥିବା ବେଳେ ମାଡ଼ିବସିଥିଲା ଟିମ୍ । ସେମାନଙ୍କ ନିକଟରୁ ୭ କେଜି ୧୯୦ଗ୍ରାମ ନୀଳ ଜହର ଜବତ ହୋଇଛି । ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ହେଲେ ମଧ୍ୟପ୍ରଦେଶ କାଟିନ ଜିଲ୍ଲାର ଦୁର୍ଗା ଗୁଡ଼ାରି ଓ ଧୁମ ଜିଲ୍ଲା ସିକରମପୁରର ରାହୁଲ ବାଲ୍ମିକ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!