Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ ଜବତ, ଜଣେ ଗିରଫ

by Anil Panda
October 8, 2020
in Nayagarh
ଦେଶୀ ମଦ ଜବତ, ଜଣେ ଗିରଫ
827
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୁଲିସ ଗତକାଲି ପ୍ରେଟୋଲିଂ ସମୟରେ ଜଣେ ଦେଶୀ ମଦ ନେଇ ଯାଉଥିବା ବ୍ୟକ୍ତିଙ୍କୁ ଧରିଥିବା ବେଳେ ଆଜି ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନାନୁସାରେ, ସୁନାମୁହିଁ ନିକଟସ୍ଥ ଚନ୍ଦ୍ରଶେଖରପୁର ଗ୍ରାମର ଧୋବା ବେହେରାଙ୍କ ପୁଅ ବାପି ବେହେରା ଗତକାଲି ଦେଶୀ ମଦ ନେଇ ଯାଉଥିବା ବେଳେ ପୁଲିସ ଟିମ୍ ହାତରେ ଧରା ପଡ଼ିଥିଲେ । ଓଡ଼ଗାଁ ଥାନା ଏସ୍‌ଆଇ ଯୁଗଳ ନାୟକ ଏବଂ ତାଙ୍କ ଟିମ ବାପିଙ୍କ ନିକଟରୁ ୫ ଲିଟର ଦେଶୀ ମଦ ଜବତ କରିଥିଲେ । ଆଜି ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!