Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଲା ଗୋରୁ ଗାଈ କୁକୁରଙ୍କୁ ଖାଦ୍ୟ ପାଇଁ ତୃତୀୟ ପର୍ଯ୍ୟାୟରେ ୬୭ ଲକ୍ଷ ୫୨ ହଜାର ମଞ୍ଜୁର

by ସଞ୍ଜୟ ସ୍ୱାଇଁ
June 3, 2021
in Health, Lifestyle, State
ବୁଲା ଗୋରୁ ଗାଈ କୁକୁରଙ୍କୁ ଖାଦ୍ୟ ପାଇଁ ତୃତୀୟ ପର୍ଯ୍ୟାୟରେ ୬୭ ଲକ୍ଷ ୫୨ ହଜାର ମଞ୍ଜୁର
44
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା) ଲକ୍‌ଡାଉନ୍‌ ସମୟରେ ବୁଲା ଗୋରୁ ଗାଈ କୁକୁରଙ୍କୁ ଖାଦ୍ୟ ପ୍ରଦାନ ଲାଗି ରାଜ୍ୟ ସରକାର ୬୭ ଲକ୍ଷ ୫୨ ହଜାର ଟଙ୍କା ପ୍ରଦାନ କରିଛନ୍ତି । ଲକ୍‌ଡାଉନ୍‌ ସମୟରେ ହୋଟେଲ୍‌ ଦୋକାନ ବଜାର ଏବଂ ଲୋକଙ୍କ ଚଳପ୍ରଚଳ ବନ୍ଦ ରହୁଥିବାରୁ ଏହି ବୁଲା ପ୍ରାଣୀ ମାନେ ବିଶେଷ ଭାବେ ପ୍ରଭାବିତ ହୋଇ ଥାଆନ୍ତି । ଏହି ଅସହାୟ ପ୍ରାଣୀଙ୍କ ଖାଦ୍ୟ ବନ୍ଦୋବସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ଏହି ଟଙ୍କା ମଞ୍ଜୁର କରାଯାଇଛି । ୪ଟି ମହାନଗର ନିଗମ ଦିନକୁ ୧୦ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ରାଜଧାନୀରେ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇପାରିବ । ଅନ୍ୟ ୪୮ଟି ପୌରସଂସ୍ଥା ଦିନକୁ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ବିଜ୍ଞାପିତ ପରିଷଦ ଅଞ୍ଚଳ ଦୈନିକ ୨ ହଜାର ଟଙ୍କା ବୁଲା ପ୍ରାଣୀଙ୍କ ଖାଇବା ପାଇଁ ଖର୍ଚ୍ଚ କରିବେ । ପୂର୍ବରୁ ମୋଟ୍‌ ଏକ କୋଟି ୧୩ ଲକ୍ଷ ୯୪ ହଜାର ଟଙ୍କା ଏଥିପାଇଁଖର୍ଚ୍ଚ କରାଯାଇଛି । ଓଡିଶା ସରକାର ଦୁଇଟି ପର୍ୟ୍ୟାୟରେ ଏଥିପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିବା ବେଳେ ଏବେ ତୃତୀୟ ପର୍ୟ୍ୟାୟରେ ଏହାକୁ ପ୍ରଦାନ କରିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!