Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
May 10, 2025
in State
ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ
28
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଡିଜି କ୍ୟାମ୍ପ ଅଫିସରେ ଉଚ୍ଚସ୍ତରୀୟ ବୈଠକ । କୋଷ୍ଟାଲ ସିକ୍ୟୁରିଟିକୁ ନେଇ ଡିଜି ଓ୍ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଏହି ବୈଠକରେ ସିକ୍ୟୁରିଟି ଏଡିଜି ଅରୁଣ ବୋଥ୍ରା, ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ପ୍ରବୀଣ କୁମାର, ଟୁଇନ୍ ସିଟି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂହ ଉପସ୍ଥିତ ରହିଛନ୍ତି । ମିଳିଥିବା ଖବର ଅନୁସାରେ, ଭାରତ-ପାକିସ୍ତାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧ ସ୍ଥିତି ଉପୁଜୁଛି । ଯାହାକୁ ନେଇ ସବୁ ରାଜ୍ୟକୁ ଆଲର୍ଟ ଜାରି କରିଛନ୍ତି କେନ୍ଦ୍ର ସରକାର । ତେବେ ଏହିକ୍ରମରେ କୋଷ୍ଟାଲ ସୁରକ୍ଷା ନେଇ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ଡିଜି କ୍ୟାମ୍ପ ଅଫିସରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ପୋଲିସ ଡିଜି ଓ୍ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ଚାଲିଥିବା ବୈଠକ ସିକ୍ୟୁରିଟି ଏଡିଜି ଅରୁଣ ବୋଥ୍ରା, ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ପ୍ରବୀଣ କୁମାର, ଟୁଇନ୍ ସିଟି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂହ ଉପସ୍ଥିତ ରହିଛନ୍ତି । ତଟବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକଙ୍କୁ କିପରି ସୁରକ୍ଷା ଯୋଗାଇ ଦିଆଯିବ । ଏହାସହିତ ତଟ ସୁରକ୍ଷା ପାଇଁ ସିକ୍ୟୁରିଟି ସିଷ୍ଟମକୁ କଡ଼ାକଡ଼ି କରାଯାଇଛି । ଆଗକୁ କୋଷ୍ଟ ଗାର୍ଡ ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!