Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକ ସୂର୍ଯ୍ୟବଂଶୀଙ୍କ ଉପସ୍ଥିତିରେ ଯନ୍ତ୍ରୀଙ୍କୁ ଆକ୍ରମଣ, ଥାନାରେ ମାମଲା, ଏସପିଙ୍କୁ ଭେଟିଲେ ସଂଘ

by ସଞ୍ଜୟ ସ୍ୱାଇଁ
May 27, 2023
in Crime, State
ବିଧାୟକ ସୂର୍ଯ୍ୟବଂଶୀଙ୍କ ଉପସ୍ଥିତିରେ ଯନ୍ତ୍ରୀଙ୍କୁ ଆକ୍ରମଣ, ଥାନାରେ ମାମଲା, ଏସପିଙ୍କୁ ଭେଟିଲେ ସଂଘ
244
VIEWS
Share on FacebookShare on Twitter

ଧାମନଗର, (ବାଘୁଆବାର୍ତ୍ତା): ଧାମନଗର ବିଧାୟକଙ୍କ ନାଁରେ ଅଭିଯୋଗ । ବିଧାୟକଙ୍କ ଉପସ୍ଥିତିରେ କନିଷ୍ଠ ଯନ୍ତ୍ରୀଙ୍କୁ ଆକ୍ରମଣ । ବିଧାୟକ ସୂର୍ଯ୍ୟବଂଶୀ ସୂରଜ ସ୍ଥିତପ୍ରଜ୍ଞ ଓ ସମର୍ଥକଙ୍କ ବିରୋଧରେ ଅଭିଯୋଗ ହୋଇଛି । ବିଡିଓଙ୍କ ନିକଟରେ ଫେରାଦ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ । ଗତକାଲି ସାକ୍ଷାତ ପାଇଁ ଯନ୍ତ୍ରୀଙ୍କୁ ଡାକିଥିଲେ ବିଧାୟକ । ବିଧାୟକଙ୍କ ଉପସ୍ଥିତିରେ ବେଆଇନ ବିଲ୍ ପାଇଁ ବାଧ୍ୟ କରାଯାଇଥିଲା । ସରପଞ୍ଚ ଓ ସମିତିସଭ୍ୟାଙ୍କ ପ୍ରତିନିଧି ବେଆଇନ ବିଲ୍ ପାଇଁ ବାଧ୍ୟ କରିଥିଲେ । କାମ ନଦେଖି ବିଲ୍ କରିବେ ନାହିଁ କହିଥିଲେ ଯନ୍ତ୍ରୀ । ବିଲ ପାଇଁ ମନା କରିବାରୁ ତାଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରାଯାଇଥିବା ଅଭିଯୋଗ ହୋଇଛି । ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ ସରପଞ୍ଚ ଓ ସମିତିସଭ୍ୟାଙ୍କ ପ୍ରତିନିଧି । ସର୍ବସାଧାରଣରେ ଅପମାନିତ କରିଥିବା ଯନ୍ତ୍ରୀ ଅଭିଯୋଗ କରିଛନ୍ତି । ଏନେଇ ଧାମନଗର ଥାନାରେ ଅଭିଯୋଗ ହୋଇଥିବାବେଳେ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର୍ସ ସର୍ଭିସ ଆସୋସିଏସନ ଏସପିଙ୍କୁ ଭେଟି ଦାବିପତ୍ର ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!