Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଲକ୍ଷ ଟଙ୍କାର ଚୋରା ଶାଗୁଆନ କାଠ ଜବତ

by ସଞ୍ଜୟ ସ୍ୱାଇଁ
June 13, 2021
in Crime, State
୪ ଲକ୍ଷ ଟଙ୍କାର ଚୋରା ଶାଗୁଆନ କାଠ ଜବତ
264
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ତୁମୁସିଂହା ଗ୍ରାମରେ ଢେଙ୍କାନାଳ ବନବିଭାଗ ପକ୍ଷରୁ ଚଢାଉ । ଚଢାଉରେ ୪ ଲକ୍ଷ ଟଙ୍କାର ଚୋରା ଶାଗୁଆନ କାଠ ଜବତ । ପଶ୍ଚିମାଞ୍ଚଳ ରେଞ୍ଜ ତୁମୁସିଙ୍ଗା ଗ୍ରାମ ରେ ଚଢ଼ାଉ କରିଥିଲା ବନବିଭାଗ । ତୁମୁସିଙ୍ଗା ଗ୍ରାମରେ କେହି ଦୁର୍ବୃତ୍ତ ଏକ ବିଲ ନିକଟରେ ଶାଗୁଆନ କାଠ ଗଦା କରି ରଖିଥିଲା । ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ଅତର୍କିତ ଭାବେ ଚଢ଼ାଉ କରିଥିଲା । ଢେଙ୍କାନାଳ ଡ଼ିଏଫଓ ଙ୍କ ନିର୍ଦେଶ କ୍ରମେ ରେଞ୍ଜରଙ୍କ ପ୍ରତ୍ୟେକ୍ଷ ତତ୍ବବଧାନରେ ଢେଙ୍କାନାଳ ମୋବାଇଲ ସ୍କ୍ୱାର୍ଡ ଓ ଅଁଳାବେରେଣୀ ଫରେଷ୍ଟ ଟିମ ମିଳିତ ଭାବେ ଏହି ଚଢ଼ାଉ କରାଯାଇଥିଲା । ଘଟଣାରେ ବନ ବିଭାଗ କାହାକୁ ଅଟକ ରଖି ନଥିବା ବେଳେ କାଠ ଗୁଡିକ ଜବତ କରି ଅଁଳାବେରେଣୀ ବନ କାର୍ୟ୍ୟାଳୟକୁ ନେଇ ଅଧିକ ତଦନ୍ତ ଜାରିରଖିଛି ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!