Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆପଡାରେ ଡାଇରିଆ ଆତଙ୍କ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
July 26, 2022
in Health, State
ନୂଆପଡାରେ ଡାଇରିଆ ଆତଙ୍କ, ଜଣେ ମୃତ
35
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ରାୟଗଡା କାଶୀପୁର ପରେ ନୂଆପଡା ଜିଲ୍ଲାରେ ଡାଇରିଆ ଆତଙ୍କ । ପରିସ୍ଥିତି ଏମିତି ହୋଇଛି ଜଣଙ୍କ ଜୀବନ ଚାଲିଯାଇଛି । ଏହାସହ ୧୦ ରୁ ଅଧିକ ଗୁରୁତର ହୋଇଛନ୍ତି । ଚିକିତ୍ସା ପାଇଁ ନୂଆପଡା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଏମାନେ ସମସ୍ତେ କୋମନା ବ୍ଲକ ଜଟଗଡ ଗ୍ରାମର । ତେବେ ଏହାର କାରଣ କଣ ତାହା ଜଣାପଡିନି । ସୂଚନା ଥାଉକି, ଗତ କିଛିଦିନ ହେବ କାଶୀପୁର ଓ ଏହାର ଆଖପାଖ ଅଞ୍ଚଳରେ ଡାଇରିଆ ହେଉଥିବା ଦେଖିବାକୁ ମିଳିଛି । ଏପରିକି ଘଟଣାସ୍ଥଳରେ ବିଶେଷଞ୍ଜ ଟିମ୍ ପହଞ୍ଚି ଯାଞ୍ଚ କରିଥିଲେ । ଯାହା ଜଣାପଡିଥିଲା ଯେ, ଦୂଷିତ ପାଣି ଏହାର ମୁଖ୍ୟ ବାହକ । ସେପଟେ ଡାଆରିଆକୁ ରୋକିବାକୁ ବିଭିନ୍ନ ସ୍ଥାନରେ ସଚତନତା କାର୍ୟ୍ୟକ୍ରମ ମାନ କରାଯାଉଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!