Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦୋନ୍ନତୀ ପାଇଲେ ଡିଆଇବି ଡିଏସ୍‌ପି ସୁବାଷ ମହାନ୍ତି

by Anil Panda
July 27, 2020
in Feature News, Lifestyle, Nayagarh
ପଦୋନ୍ନତୀ ପାଇଲେ ଡିଆଇବି ଡିଏସ୍‌ପି ସୁବାଷ ମହାନ୍ତି
617
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପୁଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଡିଆଇବି ଡିଏସ୍‌ପି ସୁବାଷ ମହାନ୍ତିଙ୍କୁ ପଦୋନ୍ନତୀ ମିଳିଛି । ରାଜ୍ୟ ସରକାର ଆଜି ୨୨ ଜଣ ଡିଏସ୍‌ପି ପାହ୍ୟା ଅଫିସର୍‌ଙ୍କୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପଦକୁ ପଦୋନ୍ନତୀ ଦେଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ଡିଆଇବି ଡିଏସ୍‌ପି ସୁବାଷ ମହାନ୍ତିଙ୍କୁ ପଦୋନ୍ନତୀ ମିଳିଥିବା ଜଣାଯାଇଛି । ପଦୋନ୍ନତୀ ପାଇଥିବା ୨୨ ଅଧିକାରୀମାନେ ନୂଆ ପଦବୀରେ କେଉଁଠାରେ କାର୍ଯ୍ୟ କରିବେ ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!