Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଭାରତୀୟ ଆଇନରେ ଡିଜିଟାଲ ଆରେଷ୍ଟ ପରି ଶବ୍ଦ ନାହିଁ’

by ସଞ୍ଜୟ ସ୍ୱାଇଁ
June 3, 2025
in State
‘ଭାରତୀୟ ଆଇନରେ  ଡିଜିଟାଲ ଆରେଷ୍ଟ ପରି ଶବ୍ଦ ନାହିଁ’
15
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାଇବର ଅପରାଧୀ ବିଭିନ୍ନ ଉପାୟରେ ଲୋକଙ୍କୁ ଫୋନ୍ କରି ଠକୁଛନ୍ତି । ଡିଜିଟାଲ ଆରେଷ୍ଟରେ ଥିବା କହି କୋଟି କୋଟି ଚୁନା ଲଗାଉଛନ୍ତି । ନ୍ୟାୟିକ ଅଧିକାରୀ, ପୋଲିସ, ସିବିଆଇ ଓ କଷ୍ଟମ ଅଧିକାରୀର ପରିଚୟ ଦେଇ ଲୋକଙ୍କୁ ଠକୁଛନ୍ତି । ଭାରତୀୟ ଆଇନରେ ଡିଜିଟାଲ୍ ଆରେଷ୍ଟ ପରି କୌଣସି ଶବ୍ଦ ନାହିଁ ବୋଲି କହି ସତର୍କ କରାଇଛି ରାଜ୍ୟ ପୋଲିସ । ଏପରି ଫୋନ୍ ଆସିଲେ ନିକଟସ୍ଥ ଥାନା ବା ୧୯୩୦କୁ ଜଣାଇବାକୁ କହିଛନ୍ତି । ସାଇବର ଅପରାଧୀମାନେ ନିଜକୁ ନ୍ୟାୟିକ ଅଧିକାରୀ, ପୋଲିସ ଅଧିକାରୀ, ସିବିଆଇ କିମ୍ବା କଷ୍ଟମ୍ ଅଧିକାରୀ ବୋଲି ପରିଚୟ ଦେଇ ଡିଜିଟାଲ ଗିରଫ କରିବାକୁ କହି ସାଧାରଣ ଲୋକଙ୍କୁ ଠକୁଛନ୍ତି । ଏଭଳି ଫୋନ କଲ ଆସିବା ମାତ୍ରେ ତୁରନ୍ତ ନିକଟସ୍ଥ ଥାନା କିମ୍ବା ୧୯୩୦କୁ ଯୋଗାଯୋଗ କରି ଅଭିଯୋଗ କରନ୍ତୁ। ଏ ନେଇ ଏକ୍ସରେ ସୂଚନା ଦେଇ ଓଡିଶା ପୋଲିସ କହିଛି, ”ସାଇବର ଅପରାଧୀମାନେ ନିଜକୁ ନ୍ୟାୟିକ ଅଧିକାରୀ, ପୋଲିସ ଅଧିକାରୀ, ସିବିଆଇ କିମ୍ବା କଷ୍ଟମ୍ ଅଧିକାରୀ ବୋଲି ପରିଚୟ ଦେଇ ଡିଜିଟାଲ ଗିରଫ କରିବାକୁ କହି ସାଧାରଣ ଲୋକଙ୍କୁ ଠକୁଛନ୍ତି । ଏଭଳି ଫୋନ୍ କଲ୍ ଆସିବା ମାତ୍ରେ ତୁରନ୍ତ ନିକଟସ୍ଥ ଥାନା କିମ୍ବା ୧୯୩୦କୁ ଯୋଗାଯୋଗ କରି ଅଭିଯୋଗ କରନ୍ତୁ । ଏଭଳି ଫୋନ କଲ ଆସିଲେ ଏହାକୁ ଅଣଦେଖା କରନ୍ତୁ ନାହିଁ । ଆପଣଙ୍କ ଅବଗତି ନିମନ୍ତେ ଜଣାଉଛୁ କି ଭାରୀତୀୟ ଆଇନ୍ ବ୍ୟବସ୍ଥାରେ ଡିଜିଟାଲ ଆରେଷ୍ଟ ଭଳି କୌଣସି ଶଦ୍ଦ ନାହିଁ । ସତର୍କ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ।”

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!