Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୃଷିମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି ଗଦାଧରପ୍ରସାଦରେ ଦୀପଦାନ

by Anil Panda
September 2, 2020
in Nayagarh
କୃଷିମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି ଗଦାଧରପ୍ରସାଦରେ ଦୀପଦାନ
547
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ବିଭିନ୍ନ ମହଲରୁ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଉଛି । ଆଜି ଗଦାଧରପ୍ରସାଦ ପଂଚୟତ ଲୋକେ କୃଷିମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି ଦୀପ ଦାନ କରିଥିବା ଜଣାଯାଇଛି । ମା କାଉଁରୀ କାମାକ୍ଷୀ ଠାକୁରାଣୀଙ୍କ ପୀଠରେ ହରିପୁର, ଗଦାଧରପ୍ରସାଦ, ଗୋବିନ୍ଦପୁର, ବାଲିକୁଦିଆ, ଶୁକଳଗାଡ଼ିଆ ଗ୍ରାମବାସୀ ଏକତ୍ରିତ ହୋଇ ଦୀପ ଦାନ କରିଥିବା ଜଣାଯାଇଛି । ଏହି ଦୀପ ଦାନ କାର୍ଯ୍ୟକ୍ରମକୁ ରୁଦ୍ର ପ୍ରସନ୍ନ ରଥ, ଲକ୍ଷ୍ମୀଧର ପାତ୍ର, ଯୋଗେନ୍ଦ୍ର ନାଥ ସାହୁ, ହୃଶିକେଷ ପ୍ରଧାନ, ରବିନ୍ଦ୍ର ପ୍ରଧାନ, ବସନ୍ତ କୁମାର ବେହେରା ପ୍ରମୂଖ ପରିଚାଳନା କରିଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!