Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ବାସଭବନ ଘେରିଲେ ଶତାଧିକ ଡିପ୍ଲୋମା ଛାତ୍ରଛାତ୍ରୀ

by ସଞ୍ଜୟ ସ୍ୱାଇଁ
October 9, 2021
in Education, State
ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ବାସଭବନ ଘେରିଲେ ଶତାଧିକ ଡିପ୍ଲୋମା ଛାତ୍ରଛାତ୍ରୀ
61
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ବାସଭବନ ଘେରିଲେ ଡିପ୍ଲୋମା ଛାତ୍ରଛାତ୍ରୀ । ଶତାଧିକ ଡିପ୍ଲୋମା ଛାତ୍ରଛାତ୍ରୀ ଆଜି ମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛନ୍ତି । ବ୍ୟାକ୍ ପେପର୍ ପରୀକ୍ଷା ଓ ଅଡ୍ ଇଭିନ୍ ସେମିଷ୍ଟର ଉଚ୍ଛେଦ ଦାବିରେ ସେମାନେ ବିକ୍ଷୋଭ ପ୍ରଦର୍ଶନ ସହ ନାରାବାଜି କରିଛନ୍ତି । ଛାତ୍ରଛାତ୍ରୀ ଦାବି କରିଛନ୍ତି, ଯେଉମାନଙ୍କର ଯେଉଁ ବର୍ଷ ବ୍ୟାକ୍ ଲାଗୁଛି ତାପରବର୍ତ୍ତୀ ସମୟରେ ପରୀକ୍ଷା କରାଯାଉ । ସେହିପରି ଅନଲାଇନରେ ତୃତୀୟ ବର୍ଷ ସେମିଷ୍ଟର ପରୀକ୍ଷା କରାଇବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ । ଏଥିସହ ଓଜେଇଇ କାଉନସେଲିଂ ଭିତରେ ରେଜଲ୍ଟ ପ୍ରକାଶ କରିବାକୁ ଦାବି କରିଛନ୍ତି । ଏହାପରେ ସେମାନେ ମନ୍ତ୍ରୀଙ୍କ ସହ ସମସ୍ୟା ନେଇ ଆଲୋଚନା କରିଥିଲେ । ଦାବି ଉପରେ ପ୍ରତିଶ୍ରୁତି ମିଳିଥିବା କହିଛନ୍ତି ଛାତ୍ରଛାତ୍ରୀ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!