Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାରେ ଲକଡାଉନ୍ ଖୋଲିବ ନା ବଢ଼ିବ ?

by ସଞ୍ଜୟ ସ୍ୱାଇଁ
June 29, 2021
in State
ଓଡ଼ିଶାରେ ଲକଡାଉନ୍ ଖୋଲିବ ନା ବଢ଼ିବ ?
489
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସଂକ୍ରମଣ କମିଛି । କିନ୍ତୁ ଏବେ ବି ଉପକୂଳର କିଛି ଜିଲ୍ଲାରେ ସ୍ଥିତି ଚିନ୍ତାଜନକ ଅଛି । ଜୁଲାଇ ୧ରୁ ଅନଲକ୍ ହେବ କି ପୂରା ଓଡ଼ିଶା ? ସରକାରଙ୍କ ଘୋଷଣାକୁ ଅପେକ୍ଷା ଭିତରେ ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ଲୋକଙ୍କୁ ସବୁ ଦିନ ଘର ଭିତରେ ରଖିବା ବିଧେୟ ନୁହେଁ । ବାହାରକୁ ଆସିବାକୁ ପଡିବ । କାରଣ ସେମାନଙ୍କର ଜୀବିକା ମଧ୍ୟ ରହିଛି । ଏବେ ଜୀବନ ସହ ଜୀବିକା, ଦୁଇଟିକୁ ବାଲାନ୍ସ କରିବାକୁ ପଡିବ । ରାଜ୍ୟରେ ଏବେ ସଂକ୍ରମଣ କମି କମି ଆସୁଛି, କିନ୍ତୁ ଟିକେ ଏପଟ ସେପଟ ହେଉଛି । କଟକଣା ସବୁବେଳେ ସମାନ । ଲୋକଙ୍କୁ ପାଳନ କରିବାକୁ ହେବ । ନିୟମ ମାନିଲେ ଆଉ ବିଶେଷ କଟକଣାର ଆବଶ୍ୟକତା ପଡ଼ିବ ନାହିଁ ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି । ସେହିପରି ଜନସ୍ୱାର୍ଥ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ସାମଗ୍ରିକ ଭାବରେ ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିଛି । ସଂକ୍ରମଣ ହାର କମିଛି । ଯେଉଁ ୫ ଜିଲ୍ଲାରେ ବର୍ତ୍ତମାନ କରୋନା କେସ୍ ସାମାନ୍ୟ ଅଧିକ ରହୁଛି ସେଠାରେ ବି କମିବ । ମୁକାବିଲା ଷ୍ଟ୍ରାଟେଜୀ ଅନୁସାରେ କାମ କରାଯାଉଛି । ପର୍ୟ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ କଟକଣା କୋହଳ ହେଉଛି । ସଚେତନ ହେବା ସହ ଗାଇଡଲାଇନ୍ ମାନିବା ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!