Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁନ୍ ୧୫ ପର୍ଯ୍ୟନ୍ତ ହେବନାହିଁ ବିଦ୍ୟୁତ୍ କାଟ୍

by ସଞ୍ଜୟ ସ୍ୱାଇଁ
May 8, 2025
in State
ଜୁନ୍ ୧୫ ପର୍ଯ୍ୟନ୍ତ ହେବନାହିଁ ବିଦ୍ୟୁତ୍ କାଟ୍
106
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ଜୁନ୍ ୨୫ ତାରିଖ ପର୍ଯ୍ୟନ୍ତ ନିୟମିତ ରକ୍ଷଣବେକ୍ଷଣ ପାଇଁ ବିଦ୍ୟୁତ କାଟ୍ ହେବ ନାହିଁ। ଗ୍ରୀଷ୍ମ ଋତୁରେ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଘୋଷଣା କରାଯାଇଛି। ଏହି ଅବଧିରେ ନିରବଚ୍ଛିନ୍ନ ଓ ଭରସାଯୋଗ୍ୟ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରିବା ଲାଗି ଟିପିସିଓଡିଏଲ୍ ପକ୍ଷରୁ କୌଣସି ଯୋଜନାବଦ୍ଧ ରକ୍ଷଣାବେକ୍ଷଣ ସଟ୍ଡାଉନ୍ କରାଯିବ ନାହିଁ। ନୂତନ ସେବା ସଂଯୋଗ, ବିପଦଜନକ ସ୍ଥିତିର ମୁକାବିଲାରେ ସୁରକ୍ଷା ସମ୍ପର୍କିତ ଜରୁରୀକାଳୀନ ପଦକ୍ଷେପ କିମ୍ୱା ଜରୁରୀକାଳୀନ ପ୍ରକଳ୍ପ କାର୍ଯ୍ୟ ଭଳି ସ୍ଥିତି ଉପୁଜିଲେ ବିଦ୍ୟୁତ୍ ବିଭ୍ରାଟ ଘଟିପାରେ। ଏଭଳି କ୍ଷେତ୍ରରେ ପ୍ରଭାବିତ ହେବାକୁ ଥିବା ଗ୍ରାହକମାନଙ୍କୁ ଆଗୁଆ ସୂଚନା ପ୍ରଦାନ କରାଯିବ। ଗ୍ରୀଷ୍ମ ଋତୁରେ ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେ ବୁଝୁଛୁ। ଏହି ଗୁୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଜାରି ରଖିବା ସହିତ ବିଶ୍ୱସନୀୟ ବିଦ୍ୟୁତ୍ ଯୋଗାଣ ସୁନିଶ୍ଚିତ କରିବାକୁ ଆମେ ପ୍ରତିବଦ୍ଧ ବୋଲି ଟିପିସିଓଡିଏଲ୍ର ସିଇଓ ଅରଭିନ୍ଦ୍ ସିଂହ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!